ଲୂକ ଲିଖିତ ସୁସମାଚାର 15:21 - ପବିତ୍ର ବାଇବଲ21 ପୁଅ କହିଲା, ‘ବାପା, ମୁଁ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ତୁମ୍ଭ ବିରୁଦ୍ଧରେ ପାପ କରିଛି। ମୁଁ ତୁମ୍ଭର ପୁଅ ହେବାକୁ ଯୋଗ୍ୟ ନୁହେଁ।’ Gade chapit laପବିତ୍ର ବାଇବଲ (Re-edited) - (BSI)21 ପୁତ୍ର ତାଙ୍କୁ କହିଲା, ବାପା, ଈଶ୍ଵରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି, ତୁମ୍ଭ ପୁଅ ବୋଲି ଡକାଯିବାର ମୁଁ ଆଉ ଯୋଗ୍ୟ ନୁହେଁ। Gade chapit laଓଡିଆ ବାଇବେଲ21 ପୁତ୍ର ତାହାଙ୍କୁ କହିଲା, ବାପା, ଈଶ୍ୱରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି, ତୁମ୍ଭ ପୁଅ ବୋଲି ଡ଼କାଯିବାର ମୁଁ ଆଉ ଯୋଗ୍ୟ ନୁହେଁ । Gade chapit laପବିତ୍ର ବାଇବଲ (CL) NT (BSI)21 ପୁଅ କହିଲା, ‘ବାପା, ମୁଁ ଈଶ୍ୱରଙ୍କ ବିରୁଦ୍ଧରେ ଓ ତୁମ ବିରୁଦ୍ଧରେ ଦୋଷ କରିଛି। ମୁଁ ଆଉ ତୁମ ପୁଅ ହେବାର ଯୋଗ୍ୟ ନୁହେଁ।’ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁତ୍ର ତାହାଙ୍କୁ କହିଲା, ବାପା, ଈଶ୍ବରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି, ତୁମ୍ଭ ପୁଅ ବୋଲି ଡକାଯିବାର ମୁଁ ଆଉ ଯୋଗ୍ୟ ନୁହେଁ। Gade chapit la |
ପରମେଶ୍ୱର ତୁମ୍ଭ ପ୍ରତି ଅତି ଦୟାଳୁ। ସେ ତୁମ୍ଭ ପ୍ରତି ଧୈର୍ଯ୍ୟବାନ। ପରମେଶ୍ୱର ଅପେକ୍ଷା କରିଛନ୍ତି ଯେ, ତୁମ୍ଭେ ବଦଳି ଯାଅ। କିନ୍ତୁ ତୁମ୍ଭେ ତାହାଙ୍କର ଦୟାଳୁତା ବିଷୟରେ ଆଦୌ ଭାବୁ ନାହଁ। ଏହା ହୋଇପାରେ ଯେ, ତୁମ୍ଭେ ସମ୍ଭବତଃ ବୁଝିପାରୁ ନାହଁ ଯେ ତୁମ୍ଭକୁ ନିଜର ହୃଦୟ ଓ ଜୀବନ ବଦଳାଇବା ପାଇଁ ସୁଯୋଗ ଦେବା ଉଦ୍ଦେଶ୍ୟରେ ପରମେଶ୍ୱର ତୁମ୍ଭ ପ୍ରତି ଦୟାଳୁ ହୋଇଛନ୍ତି।