ଲୂକ ଲିଖିତ ସୁସମାଚାର 15:24 - ପବିତ୍ର ବାଇବଲ24 ମୋର ପୁଅ ମରି ଯାଇଥିଲା। ବର୍ତ୍ତମାନ ସେ ପୁଣି ବଞ୍ଚି ଉଠିଛି। ସେ ହଜି ଯାଇଥିଲା। ଏବେ ମିଳି ଯାଇଛି।’ ତେଣୁ ସେମାନେ ଭୋଜିର ଆୟୋଜନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)24 କାରଣ ମୋହର ଏହି ପୁଅ ମୃତ ହୋଇଥିଲା, ପୁନର୍ବାର ବଞ୍ଚିଲା; ହଜିଯାଇଥିଲା, ଆଉ ମିଳିଲା। ସେଥିରେ ସେମାନେ ଉତ୍ସବ କରିବାକୁ ଲାଗିଲେ। Gade chapit laଓଡିଆ ବାଇବେଲ24 କାରଣ ମୋହର ଏହି ପୁଅ ମରିଥିଲା, ପୁନର୍ବାରେ ବଞ୍ଚିଲା; ହଜିଯାଇଥିଲା, ଆଉ ମିଳିଲା । ସେଥିରେ ସେମାନେ ଉତ୍ସବ କରିବାକୁ ଲାଗିଲେ । Gade chapit laପବିତ୍ର ବାଇବଲ (CL) NT (BSI)24 କାରଣ ମୋର ଏହି ପୁଅଟି ମରିଯାଇ ଥିଲା, ଏବେ ବଞ୍ଚି ଉଠିଛି। ସେ ହଜି ଯାଇଥିଲା, ଏବେ ମିଳିଛି।’ ତାଙ୍କ କହିବା ଅନୁସାରେ ଆନନ୍ଦ ଉତ୍ସବ ଆରମ୍ଭ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 କାରଣ ମୋହର ଏହି ପୁଅ ମୃତ ହୋଇଥିଲା, ପୁନର୍ବାର ବଞ୍ଚିଅଛି; ହଜିଯାଇଥିଲା, ଆଉ ମିଳିଅଛି। ସେଥିରେ ସେମାନେ ଉତ୍ସବ କରିବାକୁ ଲାଗିଲେ। Gade chapit la |