Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 15:26 - ପବିତ୍ର ବାଇବଲ

26 ତେଣୁ ସେ ଜଣେ ଗ୍ଭକରକୁ ଡାକି ପଗ୍ଭରିଲା, ‘ଏ ସବୁ କ’ଣ ଗ୍ଭଲିଛି?’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଦାସମାନଙ୍କ ମଧ୍ୟରୁ ଜଣକୁ ପାଖକୁ ଡାକି ସେହିସବୁ କଅଣ ବୋଲି ପଚାରିବାକୁ ଲାଗିଲା।

Gade chapit la Kopi

ଓଡିଆ ବାଇବେଲ

26 ଦାସମାନଙ୍କ ମଧ୍ୟରୁ ଜଣକୁ ପାଖକୁ ଡାକି ସେହି ସବୁ କ'ଣ ବୋଲି ପଚାରିବାକୁ ଲାଗିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ସେ ଜଣେ ଦାସକୁ ଡ଼ାକି ପଚାରିଲା, ‘ଏସବୁ କ’ଣ ଚାଲିଛି?’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଦାସମାନଙ୍କ ମଧ୍ୟରୁ ଜଣକୁ ପାଖକୁ ଡାକି ସେହିସବୁ କଅଣ ବୋଲି ପଚାରିବାକୁ ଲାଗିଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 15:26
4 Referans Kwoze  

“ଏହି ସମୟରେ ଲୋକଟିର ବଡ଼ ପୁଅ କ୍ଷେତରେ ଥିଲା। ଫେରିଲା ବେଳେ, ଘର ପାଖାପାଖି ପହଞ୍ଚିବା ବେଳକୁ ସେ ନାଚଗୀତର ଶବ୍ଦ ଶୁଣିଲା।


ଗ୍ଭକରଟି କହିଲା, ‘ତୁମ୍ଭ ଭାଇ ଫେରି ଆସିଛି। ତୁମ୍ଭ ବାପା ଭୋଜି ପାଇଁ ମୋଟା ବାଛୁରିଟି ମାରିଛନ୍ତି। ତୁମ୍ଭ ଭାଇ କୁଶଳରେ ଫେରି ଆସିଥିବାରୁ ତୁମ୍ଭ ବାପା ବହୁତ ଖୁସୀ ହେଉଛନ୍ତି।’


ସେ ରାସ୍ତାରେ ଯାଉଥିବା ଲୋକମାନଙ୍କ କୋଳାହଳ ଶୁଣିପାରି ପଗ୍ଭରିଲା, “ଘଟଣା କ’ଣ?”


ସେମାନେ ସମସ୍ତେ ଆଶ୍ଚର୍ଯ୍ୟ ଓ ବିଭ୍ରାନ୍ତ ହୋଇ ପଡ଼ିଲେ। ସେମାନେ ପରସ୍ପର ଭିତରେ ପଚରା ଉଚରା ହେଲେ, “ଏ ସବୁ କ’ଣ ହେଉଛି?”


Swiv nou:

Piblisite


Piblisite