ଲୂକ ଲିଖିତ ସୁସମାଚାର 16:27 - ପବିତ୍ର ବାଇବଲ27 “ଧନୀ ଲୋକ ଜଣକ କହିଲେ, ‘ତେବେ ପିତା, ଦୟାକରି ଲାଜାରକୁ ପୃଥିବୀରେ ଥିବା ମୋର ବାପାଙ୍କ ଘରକୁ ପଠାଅ। Gade chapit laପବିତ୍ର ବାଇବଲ (Re-edited) - (BSI)27 ସେଥିରେ ସେ କହିଲା, ହେ ପିତା, ତାହାହେଲେ ମୁଁ ଆପଣଙ୍କୁ ଅନୁରୋଧ କରୁଅଛି, ତାହାକୁ ମୋର ପିତାଙ୍କ ଗୃହକୁ ପଠାଉନ୍ତୁ, Gade chapit laଓଡିଆ ବାଇବେଲ27 ସେଥିରେ ସେ କହିଲେ, ହେ ପିତା, ତାହାହେଲେ ମୁଁ ଆପଣଙ୍କୁ ଅନୁରୋଧ କରୁଅଛି, ତାହାକୁ ମୋହର ବାପାଙ୍କ ଘରକୁ ପଠାଉନ୍ତୁ, Gade chapit laପବିତ୍ର ବାଇବଲ (CL) NT (BSI)27 ଧନୀ ଲୋକଟି କହିଲା ‘ତେବେ ହେ ପିତା ଅବ୍ରାହମ, ମୁଁ ବିନତି କରୁଛି, ଲାଜାରକୁ ମୋର ବାପାଙ୍କ ଘରକୁ ପଠାନ୍ତୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ସେଥିରେ ସେ କହିଲେ, ‘ହେ ପିତା, ତାହାହେଲେ ମୁଁ ଆପଣଙ୍କୁ ଅନୁରୋଧ କରୁଅଛି, ତାହାକୁ ମୋହର ବାପାଙ୍କ ଘରକୁ ପଠାଉନ୍ତୁ, Gade chapit la |
ହେ ସଦାପ୍ରଭୁ, ତୁମ୍ଭେ ଆପଣା ଶକ୍ତି ପ୍ରୟୋଗ କରି ଏ ସଂସାରରୁ ଦୁଷ୍ଟ ଲୋକମାନଙ୍କୁ ନିପାତ କର। ହେ ସଦାପ୍ରଭୁ, ବହୁତ ଲୋକ ତୁମ୍ଭ ପାଖକୁ ସାହାଯ୍ୟ ପାଇଁ ଆସନ୍ତି। ସେମାନଙ୍କ ମଧ୍ୟରୁ ଅନେକଙ୍କର ଏହି ଇହଲୋକରେ ଅଧିକ କିଛି ଆଶା ନ ଥାଏ। ସେହି ଲୋକମାନଙ୍କୁ ପ୍ରଚୁର ଖାଦ୍ୟ ପ୍ରଦାନ କର। ସେମାନଙ୍କର ଶିଶୁମାନଙ୍କର ଆବଶ୍ୟକତାକୁ ପୂରଣ କର। ସେମାନଙ୍କର ଶିଶୁମାନଙ୍କୁ ଏତେ ଖାଦ୍ୟ ପ୍ରଦାନ କର ଯେ, ଯାହା ସବୁଦିନ ପାଇଁ ସେମାନଙ୍କର ଆବଶ୍ୟକତା ପୂରଣ କରିବ।