Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 16:6 - ପବିତ୍ର ବାଇବଲ

6 ଲୋକଟି ଉତ୍ତର ଦେଲା, ‘ଶହେ ମହଣ ତେଲ।’ ଗୁମାସ୍ତା ତାକୁ କହିଲେ, ‘ଏଇଟି ତୁମ୍ଭର ହିସାବ କାଗଜ ନିଅ। ବସିପଡ଼ି ତାକୁ କମ୍ କରି ଶୀଘ୍ର ପଗ୍ଭଶ ବୋଲି ଲେଖିଦିଅ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେ ତାହାକୁ କହିଲା, ତୁମ୍ଭର ଚୁକ୍ତିପତ୍ର ଘେନି ଶୀଘ୍ର ବସି ପଚାଶ ବୋଲି ଲେଖ।

Gade chapit la Kopi

ଓଡିଆ ବାଇବେଲ

6 ସେ ତାହାକୁ କହିଲା, ତୁମ୍ଭର ରସିଦ ନେଇ ଶୀଘ୍ର ବସି ପଚାଶ ବୋଲି ଲେଖ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ସେ କହିଲା, ‘ଏକ ଶହ ପିପା ତେଲ’। ବେବର୍ତ୍ତା କହିଲା, ‘ଏଇ ତୋର ରସିଦ୍, ଏଥିରେ ପଚାଶ ବୋଲି ଲେଖିଦେ।’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେ ତାହାକୁ କହିଲା, ତୁମ୍ଭର ରସିଦ ନେଇ ଶୀଘ୍ର ବସି ପଚାଶ ବୋଲି ଲେଖ।

Gade chapit la Kopi




ଲୂକ ଲିଖିତ ସୁସମାଚାର 16:6
7 Referans Kwoze  

ମାଲିକଙ୍କର ଗ୍ଭେରି କରିବେ ନାହିଁ, ଏବଂ ସେମାନେ ପ୍ରମାଣିତ କରିବେ ଯେ ସେମାନେ ବିଶ୍ୱାସ ଯୋଗ୍ୟ ଅଟନ୍ତି। ଦାସମାନେ ନିଜର ପ୍ରତ୍ୟେକ କାମରେ ଏହା ପ୍ରମାଣିତ କରିବେ ଯେ ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ୱରଙ୍କ ଶିକ୍ଷା ଭଲ ଅଟେ।


ତୁମ୍ଭେମାନେ ଯଦି ଅନ୍ୟ କାହାର ଜିନିଷ ରଖିବା ପାଇଁ ବିଶ୍ୱାସ ଯୋଗ୍ୟ ବୋଲି ପ୍ରମାଣିତ ହୋଇ ନାହଁ, ତେବେ ତୁମ୍ଭମାନଙ୍କ ନିଜ ଜିନିଷ ମଧ୍ୟ ତୁମ୍ଭମାନଙ୍କୁ ଦିଆ ଯିବ ନାହିଁ।


“ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭମାନଙ୍କର ଯାହାସବୁ ଅଛି ସେଥିରେ ପରମେଶ୍ୱରଙ୍କ ସହିତ ମିତ୍ରତା ସ୍ଥାପନ କର। ତେଣୁ ଯେତେବେଳେ ଏ ଜାଗତିକ ଧନ ସରିଯିବ, ସେତେବେଳେ ଚିରନ୍ତନ ନିବାସରେ ତୁମ୍ଭମାନଙ୍କୁ ସ୍ୱାଗତ କରାଯିବ।


“ସନ୍ଧ୍ୟା ହେବାରୁ ଦ୍ରାକ୍ଷାବଗିଗ୍ଭର ଜମିଦାର ତାହାଙ୍କ ଗୁମାସ୍ତାଙ୍କୁ ଡାକି କହିଲେ, ‘ଶ୍ରମିକମାନଙ୍କୁ ଡାକ। ମୁଁ ଯେଉଁମାନଙ୍କୁ ଶେଷରେ କାମରେ ଲଗାଇଲି ସେହି ଶ୍ରମିକମାନଙ୍କଠାରୁ ପ୍ରଥମେ ମଜୁରୀ ଦେବା ଆରମ୍ଭ କର। ସର୍ବ ଶେଷରେ ପ୍ରଥମେ କାମକୁ ଆସିଥିବା ଶ୍ରମିକମାନଙ୍କୁ ମଜୁରୀ ଦିଅ।’


“ତେଣୁ ଗୁମାସ୍ତା ଜଣକ ମାଲିକଙ୍କଠାରୁ ଋଣ ନେଇଥିବା ପ୍ରତ୍ୟେକ ଖାତକଙ୍କୁ ଡାକିଲେ। ସେ ପ୍ରଥମେ ଖାତକଟିକୁ ପଗ୍ଭରିଲେ, ‘ମୋ’ ମାଲିକଙ୍କୁ ତୁମ୍ଭର କେତେ ଦେବାକୁ ଅଛି?’


“ତା'ପରେ ଗୁମାସ୍ତା ଆଉ ଜଣେ ଖାତକକୁ ପଗ୍ଭରିଲେ, ‘ତୁମ୍ଭର କେତେ ଋଣ ପରିଶୋଧ କରିବାକୁ ଅଛି?’ ଖାତକଟି କହିଲା, ‘ଶହେ ଭରଣ ଗହମ’, ଗୁମାସ୍ତା ତାହାଙ୍କୁ କହିଲେ, ‘ଏଇଟି ତୁମ୍ଭର ହିସାବ କାଗଜ ନିଅ, ତାକୁ କମ୍ କରି ଅଶୀ ଭରଣ ବୋଲି ଲେଖିଦିଅ।’


ସେହି ସ୍ଥାନରେ ଛଅଟି ପଥରର ବଡ଼ ଜଳକୁଣ୍ଡ ଥିଲା। ଯିହୂଦୀମାନେ ତାହାଙ୍କ ଶୁଚିକରଣ ନୀତି ଅନୁସାରେ ଏହି ଜଳକୁଣ୍ଡ ବ୍ୟବହାର କରୁଥିଲେ। ପ୍ରତ୍ୟେକ ଜଳକୁଣ୍ଡରେ ପ୍ରାୟ ଅଶୀରୁ ଶହେ କୋଡିଏ ଲିଟର ପାଣି ଧରୁଥିଲା।


Swiv nou:

Piblisite


Piblisite