Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 16:7 - ପବିତ୍ର ବାଇବଲ

7 “ତା'ପରେ ଗୁମାସ୍ତା ଆଉ ଜଣେ ଖାତକକୁ ପଗ୍ଭରିଲେ, ‘ତୁମ୍ଭର କେତେ ଋଣ ପରିଶୋଧ କରିବାକୁ ଅଛି?’ ଖାତକଟି କହିଲା, ‘ଶହେ ଭରଣ ଗହମ’, ଗୁମାସ୍ତା ତାହାଙ୍କୁ କହିଲେ, ‘ଏଇଟି ତୁମ୍ଭର ହିସାବ କାଗଜ ନିଅ, ତାକୁ କମ୍ କରି ଅଶୀ ଭରଣ ବୋଲି ଲେଖିଦିଅ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତାହା ପରେ ସେ ଆଉ ଜଣକୁ କହିଲା, ତୁମ୍ଭ ଉପରେ କେତେ ପାଉଣା? ସେ କହିଲା, ଶହେ ଭରଣ ଗହମ। ସେ ତାହାକୁ କହିଲା, ତୁମ୍ଭର ଚୁକ୍ତିପତ୍ର ଘେନି ଅଶୀ ବୋଲି ଲେଖ।

Gade chapit la Kopi

ଓଡିଆ ବାଇବେଲ

7 ତାହା ପରେ ସେ ଆଉ ଜଣକୁ କହିଲା, ତୁମ୍ଭେ କେତେ ଧାର ନେଇଅଛ ? ସେ କହିଲା, ଶହେ ଭରଣ ଗହମ । ସେ ତାହାକୁ କହିଲା, ତୁମ୍ଭର ରସିଦ ନେଇ ଅଶୀ ବୋଲି ଲେଖ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ତା’ପରେ ସେ ଆଉ ଜଣକୁ ପଚାରିଲା, ‘ଆଉ ତୁ - କେତେ କରଜ କରିଛୁ?’ ସେ କହିଲା, ‘ଏକ ହଜାର ବସ୍ତା ଗହମ,’ ବେବର୍ତ୍ତା ତାକୁ କହିଲା, ‘ଏଇ ତୋର ରସିଦ୍, ଏଥିରେ ଆଠ ଶହ ବୋଲି ଲେଖିଦେ।’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତାହା ପରେ ସେ ଆଉ ଜଣକୁ କହିଲା, ‘ତୁମ୍ଭେ କେତେ ଧାର ନେଇଅଛ?’ ସେ କହିଲା, ‘ଶହେ ଭରଣ ଗହମ।’ ସେ ତାହାକୁ କହିଲା, ‘ତୁମ୍ଭର ରସିଦ ନେଇ ଅଶୀ ବୋଲି ଲେଖ।’

Gade chapit la Kopi




ଲୂକ ଲିଖିତ ସୁସମାଚାର 16:7
7 Referans Kwoze  

ତେଣୁ ଜମିମାଲିକ ପୁଣି ଆଉ ଜଣେ ଗ୍ଭକରକୁ ପଠାଇଲା। କୃଷକମାନେ ତାକୁ ଭୟଙ୍କର ଭାବରେ କ୍ଷତବିକ୍ଷତ କରି ବାହାରକୁ ଫିଙ୍ଗି ଦେଲେ।


ତା'ପରେ ଯୀଶୁ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତଟି କହିଲେ, “ଗୋଟିଏ ଲୋକ କିଛି ଜମିରେ ଅଙ୍ଗୁର ଗ୍ଭଷ କଲା। ସେ ଏହି ଜମିଟି କେତେ ଜଣ କୃଷକଙ୍କୁ ଭାଗ ଦେଇଦେଲା। ତା'ପରେ ସେ ଦୀର୍ଘ ସମୟ ପର୍ଯ୍ୟନ୍ତ ସେଠାରୁ ଗ୍ଭଲିଗଲା।


“ଗ୍ଭକର ବାହାରୁଥିବା ସମୟରେ ରାସ୍ତାରେ ସେ ତା'ର ଜଣେ ସଙ୍ଗୀ ଗ୍ଭକରକୁ ଦେଖିଲା। ସେ ଜଣକ ତା'ଠାରୁ ଶହେ ମୁଦ୍ରା ଋଣ କରିଥିଲା। ପ୍ରଥମ ଗ୍ଭକର ଦ୍ୱିତୀୟ ଗ୍ଭକରର ତଣ୍ଟି ଚିପି ଧରି କହିଲା, ‘ମୋ'ଠାରୁ ଯେଉଁ ଋଣ ନେଇଛୁ, ତାହାକୁ ଶୁଝିଦେ।’


ତା'ପରେ ତାହାଙ୍କର ସ୍ୱାମୀ ମରିଗଲେ ଓ ସେ ବିଧବା ହୋଇ ଏକୁଟିଆ ରହିବାକୁ ଲାଗିଲେ। ଏବେ ତାହାଙ୍କୁ ଚଉରାଅଶୀ ବର୍ଷ ବୟସ ହୋଇଥିଲା। ହାନ୍ନା ସବୁବେଳେ ମନ୍ଦିରରେ ରହୁଥିଲେ। କେବେ ହେଲେ ସେ ମନ୍ଦିର ଛାଡ଼ି ଯାଇ ନ ଥିଲେ। ସେ ଉପବାସ କରି ଓ ସେ ଦିନରାତି ପ୍ରାର୍ଥନା କରି ପରମେଶ୍ୱରଙ୍କ ଉପାସନା କରୁଥିଲେ।


ଲୋକଟି ଉତ୍ତର ଦେଲା, ‘ଶହେ ମହଣ ତେଲ।’ ଗୁମାସ୍ତା ତାକୁ କହିଲେ, ‘ଏଇଟି ତୁମ୍ଭର ହିସାବ କାଗଜ ନିଅ। ବସିପଡ଼ି ତାକୁ କମ୍ କରି ଶୀଘ୍ର ପଗ୍ଭଶ ବୋଲି ଲେଖିଦିଅ।’


“ପରେ ମାଲିକ ସେହି ଅସାଧୁ ଗୁମାସ୍ତାଙ୍କର ପ୍ରଶଂସା କଲେ। କାରଣ ଗୁମାସ୍ତା ଚତୁରତାର ସହିତ କାମ ତୁଲେଇ ଦେଲେ। ତାହାଙ୍କ ଭଳି, ଅନ୍ୟଲୋକମାନଙ୍କ ସହିତ ବ୍ୟବସାୟ କରିବାରେ ଏହି ସାଂସାରିକ ଲୋକମାନେ ଆଧ୍ୟାତ୍ମିକ ଲୋକମାନଙ୍କ ଅପେକ୍ଷା ଅଧିକ ଚତୁର।


Swiv nou:

Piblisite


Piblisite