Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 17:15 - ପବିତ୍ର ବାଇବଲ

15 ଜଣେ ଲୋକ ନିଜକୁ ସୁସ୍ଥ ହୋଇ ଯାଇଥିବାର ଦେଖି ଯୀଶୁଙ୍କ ପାଖକୁ ଫେରି ଆସିଲା। ସେ ବଡ଼ ପାଟିକରି ନଇଁପଡ଼ି ପ୍ରଣାମ କଲା ଓ ତାହାଙ୍କୁ ଧନ୍ୟବାଦ ଦେଲା

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ ଆପଣାକୁ ସୁସ୍ଥ ହୋଇଥିବା ଦେଖି ଉଚ୍ଚ ସ୍ଵରରେ ଈଶ୍ଵରଙ୍କ ମହିମା କୀର୍ତ୍ତନ କରୁ କରୁ ବାହୁଡ଼ିଆସି,

Gade chapit la Kopi

ଓଡିଆ ବାଇବେଲ

15 କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ ନିଜକୁ ସୁସ୍ଥ ହୋଇଥିବା ଦେଖି ଉଚ୍ଚସ୍ୱରରେ ଈଶ୍ୱରଙ୍କ ମହିମା କୀର୍ତ୍ତନ କରୁ କରୁ ଫେରିଆସି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ସେମାନଙ୍କ ମଧ୍ୟରୁ ଜଣେ ନିଜକୁ ସୁସ୍ଥ ହେବାର ଦେଖି ଉଚ୍ଚ ସ୍ୱରରେ ଈଶ୍ୱରଙ୍କ ପ୍ରଶଂସା କରି କରି ଫେରି ଆସିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ ନିଜକୁ ସୁସ୍ଥ ହୋଇଥିବା ଦେଖି ଉଚ୍ଚସ୍ୱରରେ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ ଫେରିଆସି,

Gade chapit la Kopi




ଲୂକ ଲିଖିତ ସୁସମାଚାର 17:15
13 Referans Kwoze  

ସେ ଲୋକଟି ଉତ୍ତର ଦେଲା, “ହଁ, ପ୍ରଭୁ ମୁଁ ବିଶ୍ୱାସ କରେ।” ସେ ମୁଣ୍ଡ ନୁଆଁଇ ଯୀଶୁଙ୍କୁ ପ୍ରଣାମ କଲା।


ପରେ ଯୀଶୁ ସେହି ଲୋକକୁ ମନ୍ଦିର ପରିସରରେ ଦେଖିଲେ। ସେ ତାକୁ କହିଲେ, “ଦେଖ, ତୁମ୍ଭେ ବର୍ତ୍ତମାନ ସୁସ୍ଥ ହୋଇ ଯାଇଛ। ତେଣୁ ତୁମ୍ଭେ ଆଉ ପାପ କର ନାହିଁ। ଯଦି ତୁମ୍ଭେ ପାପ କରିବ, ତେବେ ତୁମ୍ଭର ଏହାଠାରୁ ଅଧିକ କ୍ଷତି ହୋଇପାରେ।”


ଜମା ହୋଇଥିବା ଲୋକେ ଏ କଥା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ। ପରମେଶ୍ୱର ଜଣେ ମଣିଷକୁ ଏପରି ଶକ୍ତି ଦେଇଥିବାରୁ ସେମାନେ ପରମେଶ୍ୱରଙ୍କର ମହିମା ଗାନ କଲେ।


ପକ୍ଷାଘାତ ଲୋକଟି ଠିଆ ହେଲା। ବିଛଣା ଧରିଲା ଏବଂ ଘର ଭିତରୁ ବାହାରକୁ ବାହାରିଗଲା। ସବୁ ଲୋକେ ତାକୁ ଦେଖି ପାରିଲେ। ସେମାନେ ଆଶ୍ଚର୍ଯ୍ୟ ହୋଇଗଲେ ଓ ପରମେଶ୍ୱରଙ୍କ ମହିମା ଗାନ କଲେ। ସେମାନେ କହିଲେ, “ଆମ୍ଭେମାନେ ଏଭଳି ଆଶ୍ଚର୍ଯ୍ୟ ଘଟଣା କେବେ ହେଲେ ଦେଖି ନ ଥିଲୁ।”


Swiv nou:

Piblisite


Piblisite