ଲୂକ ଲିଖିତ ସୁସମାଚାର 17:26 - ପବିତ୍ର ବାଇବଲ26 “ନୋହ ବାସ କରୁଥିବା ସମୟରେ ଯାହା ଘଟିଥିଲା ମନୁଷ୍ୟପୁତ୍ର ଫେରି ଆସିବା ସମୟରେ ସେହି ଏକା କଥା ଘଟିବ। Gade chapit laପବିତ୍ର ବାଇବଲ (Re-edited) - (BSI)26 ଆଉ, ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିବ; Gade chapit laଓଡିଆ ବାଇବେଲ26 ଆଉ ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିବ; Gade chapit laପବିତ୍ର ବାଇବଲ (CL) NT (BSI)26 ନୋହଙ୍କ ସମୟରେ ଯେପରି ଘଟିଥିଲା, ମନୁଷ୍ୟପୁତ୍ରଙ୍କ ଆଗମନ ଦିନରେ ସେପରି ଘଟିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଆଉ ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିବ; Gade chapit la |
କେତେକ ଦେଖି ନ ପାରୁ ଥିବା ବିଷୟ ଗୁଡ଼ିକ ପ୍ରତି ପରମେଶ୍ୱର ନୋହଙ୍କୁ ସତର୍କ କରିଦେଇଥିଲେ। ନୋହଙ୍କର ପରମେଶ୍ୱରଙ୍କ ପ୍ରତି ବିଶ୍ୱାସ ଓ ଭକ୍ତିଭାବ ଥିଲା। ଅତଏବ ନୋହ ନିଜ ପରିବାରକୁ ରକ୍ଷା କରିବାକୁ ଯାଇ ବଡ଼ ଜାହାଜଟିଏ ତିଆରି କଲେ। ନିଜ ବିଶ୍ୱାସ ବଳରେ ନୋହ ଦେଖାଇଲେ ଯେ, ଜଗତ ଦୋଷୀ ଥିଲା। ଯେଉଁମାନଙ୍କୁ ପରମେଶ୍ୱର ବିଶ୍ୱାସ ବଳରେ ଧାର୍ମିକ କରନ୍ତି, ସେମାନଙ୍କ ଭିତରୁ ନୋହ ଜଣେ ଥିଲେ।