ଲୂକ ଲିଖିତ ସୁସମାଚାର 17:9 - ପବିତ୍ର ବାଇବଲ9 ଗ୍ଭକର ବିଶେଷ ଧନ୍ୟବାଦ ବି ପାଇବା କଥା ନୁହେଁ। କାରଣ ମାଲିକ ଯାହା କରିବାକୁ କହନ୍ତି, ସେ କେବଳ ତାହା ହିଁ କରେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ଦାସ ଆଜ୍ଞାନୁସାରେ କର୍ମ କରିବାରୁ ସେ କଅଣ ତାହାକୁ ଧନ୍ୟବାଦ ଦିଏ? Gade chapit laଓଡିଆ ବାଇବେଲ9 ଦାସ ଆଦେଶ ଅନୁସାରେ କାମ କରିବାରୁ ସେ କ'ଣ ତାହାକୁ ଧନ୍ୟବାଦ ଦିଏ ? Gade chapit laପବିତ୍ର ବାଇବଲ (CL) NT (BSI)9 ତୁମର ଆଦେଶ ପାଳନ କରିବାରୁ ଚାକର ଧନ୍ୟବାଦ ସୁଦ୍ଧା ପାଏ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଦାସ ଆଦେଶ ଅନୁସାରେ କାମ କରିବାରୁ ସେ କଅଣ ତାହାକୁ ଧନ୍ୟବାଦ ଦିଏ? Gade chapit la |