ଲୂକ ଲିଖିତ ସୁସମାଚାର 18:10 - ପବିତ୍ର ବାଇବଲ10 “ଜଣେ ଫାରୂଶୀ ଓ ଜଣେ କରଆଦାୟକାରୀ ଥିଲେ। ଦିନେ ସେହି ଦୁଇଜଣ ପ୍ରାର୍ଥନା କରିବାକୁ ମନ୍ଦିରକୁ ଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ଦୁଇ ଜଣ ଲୋକ ପ୍ରାର୍ଥନା କରିବା ନିମନ୍ତେ ମନ୍ଦିରକୁ ଗଲେ, ଜଣେ ଫାରୂଶୀ ଓ ଅନ୍ୟ ଜଣକ କରଗ୍ରାହୀ। Gade chapit laଓଡିଆ ବାଇବେଲ10 ଦୁଇ ଜଣ ଲୋକ ପ୍ରାର୍ଥନା କରିବା ନିମନ୍ତେ ମନ୍ଦିରକୁ ଗଲେ, ଜଣେ ଫାରୂଶୀ ଓ ଅନ୍ୟ ଜଣକ କର ଆଦାୟକାରୀ । Gade chapit laପବିତ୍ର ବାଇବଲ (CL) NT (BSI)10 “ଦୁଇ ଜଣ ମନ୍ଦିରକୁ ପ୍ରାର୍ଥନା କରିବାକୁ ଗଲେ। ଜଣେ ଫାରୁଶୀ ଓ ଆଉ ଜଣେ କରଆଦାୟକାରୀ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 “ଦୁଇ ଜଣ ଲୋକ ପ୍ରାର୍ଥନା କରିବା ନିମନ୍ତେ ମନ୍ଦିରକୁ ଗଲେ, ଜଣେ ଫାରୂଶୀ ଓ ଅନ୍ୟ ଜଣକ କରଗ୍ରାହୀ। Gade chapit la |