Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 18:18 - ପବିତ୍ର ବାଇବଲ

18 ଜଣେ ଯିହୂଦୀ ନେତା ଯୀଶୁଙ୍କୁ ପଗ୍ଭରିଲେ, “ହେ ଉତ୍ତମ ଗୁରୁ! ଅନନ୍ତ ଜୀବନ ଲାଭ କରିବା ପାଇଁ ମୁଁ କ’ଣ କରିବା ଉଚିତ୍?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଜଣେ ଅଧ୍ୟକ୍ଷ ତାହାଙ୍କୁ ପଚାରିଲେ, ହେ ସଦ୍ଗୁରୁ, ଅନ; ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି?

Gade chapit la Kopi

ଓଡିଆ ବାଇବେଲ

18 ଜଣେ ଯିହୂଦୀ ଧର୍ମଗୁରୁ ତାହାଙ୍କୁ ପଚାରିଲେ, ହେ ସଦ୍‌ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କ'ଣ କରିବି ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ଜଣେ ଇହୁଦୀ ନେତା ଯୀଶୁଙ୍କୁ ପଚାରିଲା, “ସଦ୍‌ଗୁରୁ! ଅନନ୍ତ ଜୀବନ ପାଇବା ନିମନ୍ତେ ମୁଁ କ’ଣ କରିବି?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଜଣେ ଯିହୁଦୀ ଧର୍ମଗୁରୁ ତାହାଙ୍କୁ ପଚାରିଲେ, ହେ ସଦ୍‌ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି?

Gade chapit la Kopi




ଲୂକ ଲିଖିତ ସୁସମାଚାର 18:18
10 Referans Kwoze  

ତା'ପରେ ସେ ସେମାନଙ୍କୁ ବାହାରକୁ ଆଣି ପଗ୍ଭରିଲେ, ମହାଶୟମାନେ, “ପରିତ୍ରାଣ ପାଇବା ପାଇଁ ମୋର କ’ଣ କରିବା ଆବଶ୍ୟକ?”


ଲୋକମାନେ ଏପ୍ରକାର କଥା ଶୁଣି ବହୁତ ଦୁଃଖିତ ହେଲେ। ସେମାନେ ପିତର ଓ ଅନ୍ୟ ପ୍ରେରିତମାନଙ୍କୁ ପଗ୍ଭରିଲେ, “ଭାଇମାନେ, ଆମ୍ଭେ କ’ଣ କରିବା?”


“ତୁମ୍ଭେମାନେ ମୋତେ କାହିଁକି ‘ପ୍ରଭୁ’, ପ୍ରଭୁ ବୋଲି ଡାକୁଛ? କିନ୍ତୁ ମୁଁ ଯାହା କହୁଛି, ତୁମ୍ଭେମାନେ ତ ତାହା କରୁ ନାହଁ?


ଏବଂ ସେମାନେ ମୋ’ ଲୋକପରି ତୁମ୍ଭ ନିକଟକୁ ଆସନ୍ତି। ମୋ’ ଲୋକପରି ସେମାନେ ତୁମ୍ଭ ସମ୍ମୁଖରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି। କିନ୍ତୁ ସେମାନେ ମୋ’ କଥା ମାନନ୍ତି ନାହିଁ। କାରଣ ସେମାନେ କେବଳ ତାହା କରନ୍ତି, ଯାହା ସେମାନେ କରିବାକୁ ଗ୍ଭହାନ୍ତି। ଏବଂ ସେମାନଙ୍କ ହୃଦୟ ଅସାଧୁ ଲାଭ ପାଇଁ ଲୋଭି ଅଟେ।


ସର୍ବଶକ୍ତିମାନ୍ ସଦାପ୍ରଭୁ କହିଲେ, “ପିଲାମାନେ ସେମାନଙ୍କର ପିତାଙ୍କୁ ସମ୍ମାନ କରନ୍ତି, ଗ୍ଭକରମାନେ ସେମାନଙ୍କର ମୁନିବଙ୍କୁ ସମ୍ମାନ କରନ୍ତି, ତେଣୁ ଆମ୍ଭେ ତୁମ୍ଭମାନଙ୍କର ପିତା, ତୁମ୍ଭେମାନେ ଆମ୍ଭକୁ କାହିଁକି ଭୟ ଓ ସମ୍ମାନ କରୁ ନାହଁ? ଆମ୍ଭେ ତୁମ୍ଭମାନଙ୍କର ମୁନିବ, ତୁମ୍ଭେମାନେ ଆମ୍ଭକୁ କାହିଁକି ଭୟ ଏବଂ ସମ୍ମାନ କରୁ ନାହଁ? ତୁମ୍ଭେ ଯାଜକଗଣ ଆମ୍ଭର ନାମ ପ୍ରତି ତାଚ୍ଛଲ୍ୟ ମନୋଭାବ ଦେଖାଉଛ। “କିନ୍ତୁ ତୁମ୍ଭେମାନେ ପଗ୍ଭର, ‘ଆମ୍ଭେମାନେ କିପରି ତୁମ୍ଭର ନାମକୁ ତାଚ୍ଛଲ୍ୟ ମନୋଭାବ ଦେଖାଇଛୁ?’


ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ ମୋତେ ଉତ୍ତମ ବୋଲି କାହିଁକି କହିଲ? କେବଳ ପରମେଶ୍ୱର ହିଁ ଉତ୍ତମ।


Swiv nou:

Piblisite


Piblisite