Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 18:2 - ପବିତ୍ର ବାଇବଲ

2 “ଥରେ ଗୋଟିଏ ନଗରରେ ଜଣେ ବିଗ୍ଭରପତି ଥିଲା। ପରମେଶ୍ୱରଙ୍କୁ ତାହାଙ୍କର ଡର ନ ଥିଲା କି ଲୋକମାନେ ତାହାଙ୍କ ବିଷୟରେ କ’ଣ ଭାବୁଛନ୍ତି, ସେଥିପ୍ରତି ଖାତିରି କରୁ ନ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଗୋଟିଏ ନଗରରେ ଜଣେ ବିଚାରକର୍ତ୍ତା ଥିଲେ, ସେ ଈଶ୍ଵରଙ୍କୁ ଭୟ କରୁ ନ ଥିଲେ କି ମନୁଷ୍ୟକୁ ମାନୁ ନ ଥିଲେ।

Gade chapit la Kopi

ଓଡିଆ ବାଇବେଲ

2 ଗୋଟିଏ ନଗରରେ ଜଣେ ବିଚାରକର୍ତ୍ତା ଥିଲେ, ସେ ଈଶ୍ୱରଙ୍କୁ ଭୟ କରୁ ନ ଥିଲେ କି ମନୁଷ୍ୟକୁ ମାନୁ ନ ଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 “ଗୋଟିଏ ସହରରେ ଜଣେ ବିଚାରକର୍ତ୍ତା ଥିଲେ। ସେ ଈଶ୍ୱରଙ୍କୁ ଭୟ କରୁ ନ ଥିଲେ କିମ୍ବା ମନୁଷ୍ୟକୁ ମାନୁ ନ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ଗୋଟିଏ ନଗରରେ ଜଣେ ବିଚାରକର୍ତ୍ତା ଥିଲେ, ସେ ଈଶ୍ବରଙ୍କୁ ଭୟ କରୁ ନ ଥିଲେ କି ମନୁଷ୍ୟକୁ ମାନୁ ନ ଥିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 18:2
14 Referans Kwoze  

କିନ୍ତୁ ବିଗ୍ଭରପତି ସ୍ତ୍ରୀଲୋକଟିକୁ ସାହାଯ୍ୟ କରିବାକୁ ଇଚ୍ଛା କରି ନ ଥିଲେ। କେତେ ସମୟ ପରେ ବିଗ୍ଭରପତି ଜଣକ ମନେ ମନେ ଭାବିଲେ, ‘ମୁଁ ପରମେଶ୍ୱରଙ୍କୁ ଡରୁ ନାହିଁ କି ଲୋକମାନେ ମୋ’ ବିଷୟରେ କ’ଣ ଭାବୁଛନ୍ତି, ସେଥିପ୍ରତି ଖାତିରି ବି କରୁ ନାହିଁ।


ଧାର୍ମିକ ଲୋକ ଦରିଦ୍ର ଲୋକର ନ୍ୟାୟ ପାଇଁ ଯତ୍ନବାନ୍ ଥା’ନ୍ତି। ମାତ୍ର ତାହା ଜାଣିବା ପାଇଁ ମୂର୍ଖ ଲୋକର ବୁଦ୍ଧି ନାହିଁ।


ରାଜପଥ ଧ୍ୱଂସପ୍ରାପ୍ତ ହୋଇଛି। ସେଠାରେ କେହି ପଥିକ ଦେଖାଯିବେ ନାହିଁ। ସେମାନେ ଚୁକ୍ତି ଭଙ୍ଗ କରିଛନ୍ତି। ନଗର ସବୁକୁ ତୁଚ୍ଛ କରିଛନ୍ତି ଏବଂ କେହି ହେଲେ ସମ୍ମାନ ହୋଇ ନାହାନ୍ତି।


ସେହି ନଗରରେ ଗୋଟିଏ ସ୍ତ୍ରୀଲୋକ ଥିଲା। ତା'ର ସ୍ୱାମୀ ମରି ଯାଇଥିଲା। ସେ ସ୍ତ୍ରୀଲୋକଟି ଏହି ବିଗ୍ଭରପତିଙ୍କ ନିକଟକୁ ବହୁତ ଥର ଆସୁଥିଲା ସେ ବିଗ୍ଭରପତିଙ୍କୁ କହୁଥିଲା, ‘ଗୋଟିଏ ଲୋକ ମୋ’ ପ୍ରତି ଅନ୍ୟାୟ କରୁଛି। ତୁମ୍ଭେ ମୋତେ ମୋ’ ନ୍ୟାୟ ଅଧିକାର ଦିଅ।’


“ଜମିମାଲିକ କହିଲା, ‘ଏବେ ମୁଁ କ’ଣ କରିବି? ମୁଁ ମୋ’ ପୁଅକୁ ପଠାଇବି। ମୁଁ ମୋ’ ପୁଅକୁ ଅତ୍ୟଧିକ ଭଲ ପାଏ। ହୁଏତ ମୋ’ ପୁଅକୁ କୃଷକମାନେ ସମ୍ମାନ ଦେଇପାରନ୍ତି।’


ଏହି ପୃଥିବୀରେ ଆମ୍ଭ ସମସ୍ତଙ୍କର ବାପାମାନେ ଥିଲେ ଓ ସେମାନେ ଆମ୍ଭମାନଙ୍କୁ ଦଣ୍ଡ ଦେଲେ। ତଥାପି ଆମ୍ଭେ ଆମ୍ଭ ବାପାମାନଙ୍କୁ ସମ୍ମାନ ଦେଖାଇଲୁ। ଅତଏବ ଏହା ଅଧିକ ଗୁରୁତ୍ୱପୂର୍ଣ୍ଣ ଯେ ଆମ୍ଭେ ଆମ୍ଭ ଆତ୍ମାଗୁଡ଼ିକର ପିତାଙ୍କଠାରୁ ଦଣ୍ଡ ଗ୍ରହଣ କରିବା ଉଚିତ୍। ଏପରି କଲେ ଆମ୍ଭେ ଜୀବନ ପାଇବା।


Swiv nou:

Piblisite


Piblisite