Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 18:21 - ପବିତ୍ର ବାଇବଲ

21 କିନ୍ତୁ ଯିହୂଦୀ ନେତା ଜଣକ କହିଲେ, “ମୁଁ ମୋ’ ପିଲା ଦିନୁ ଏସବୁ ଆଜ୍ଞା ମାନିଆସିଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ସେ କହିଲେ, ଏହି ସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି।

Gade chapit la Kopi

ଓଡିଆ ବାଇବେଲ

21 ସେ କହିଲେ, ଏହି ସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ଲୋକଟି ଉତ୍ତର ଦେଲା, “ମୁଁ ଯୌବନାବସ୍ଥାରୁ ଏ ସମସ୍ତ ଆଜ୍ଞା ପାଳନ କରି ଆସିଛି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ସେ କହିଲେ, ଏହି ସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି।

Gade chapit la Kopi




ଲୂକ ଲିଖିତ ସୁସମାଚାର 18:21
9 Referans Kwoze  

ଯିହୂଦୀଧର୍ମ ପାଇଁ ମୋର ଏତେ ଅଧିକ ଉଦ୍‌‌ଯୋଗ ଥିଲା ଯେ ମୁଁ ମଣ୍ଡଳୀକୁ ତାଡ଼ନା କରୁଥିଲି। ବିଶ୍ୱାସୀମାନଙ୍କୁ ତାଡ଼ନା ଦେଉଥିଲି। ମୁଁ ଯେପରି ଭାବରେ ମୋଶାଙ୍କ ନିୟମ ପାଳନ କରୁଥିଲି, କେହିହେଲେ ମୋ'ଠାରେ କୌଣସି ଦୋଷ ପାଇ ନ ଥିଲେ।


ସେହିଭଳି ମୁଁ ତୁମ୍ଭମାନଙ୍କୁ କହୁଛି, ଯେତେବେଳେ ଜଣେ ପାପୀ ତା’ ହୃଦୟ ପରିବର୍ତ୍ତନ କରିଥାଏ, ସେତେବେଳେ ସ୍ୱର୍ଗରେ ଅଧିକ ଆନନ୍ଦ ହୁଏ। ଯେଉଁ ଲୋକମାନଙ୍କ ହୃଦୟ ପରିବର୍ତ୍ତନର ଆବଶ୍ୟକ ନାହିଁ, ଏପରି ଅନେଶ୍ୱତ ଧାର୍ମିକ ଲୋକଙ୍କ ଅପେକ୍ଷା ଗୋଟିଏ ପାପୀ ଲୋକର ହୃଦୟ ପରିବର୍ତ୍ତନ ହେଲେ ଅଧିକ ଆନନ୍ଦ ହୁଏ।


ବଡ଼ ପୁଅ ବାପାଙ୍କୁ କହିଲା, ‘ବର୍ଷବର୍ଷ ଧରି ମୁଁ ଗୋଟିଏ କ୍ରୀତଦାସ ଭଳି ତୁମ୍ଭର ସେବା କରି ଆସିଛି। ତୁମ୍ଭର ଆଦେଶକୁ ସବୁବେଳେ ମାନି ଆସିଛି। କିନ୍ତୁ ତୁମ୍ଭେ ମୋ’ ପାଇଁ ଛେଳିଟିଏ ମଧ୍ୟ କେବେ ମାରି ନାହଁ। ତୁମ୍ଭେ ମୋ’ ପାଇଁ ଓ ମୋ’ ବନ୍ଧୁମାନଙ୍କ ପାଇଁ କେବେ ହେଲେ ଭୋଜିଟିଏ ଦେଇ ନାହଁ।


ମୁଁ କିନ୍ତୁ ତୁମ୍ଭ ପ୍ରଶ୍ନର ଉତ୍ତର ଦେବି। ତୁମ୍ଭେ ପରମେଶ୍ୱରଙ୍କ ଆଜ୍ଞାମାନ ଜାଣିଛ: ‘ତୁମ୍ଭେ ବ୍ୟଭିଗ୍ଭର କରିବ ନାହିଁ, ତୁମ୍ଭେ କାହାରିକି ହତ୍ୟା କରିବ ନାହିଁ, କୌଣସି ଜିନିଷ ଗ୍ଭେରି କରିବ ନାହିଁ, ଅନ୍ୟ ଲୋକଙ୍କ ବିଷୟରେ କେବେ ହେଁ ମିଛ କହିବ ନାହିଁ, ତୁମ୍ଭେ ତୁମ୍ଭର ବାପା-ମାଙ୍କୁ ନିଶ୍ଚୟ ସମ୍ମାନ ଦେବ।’”


ଏ କଥା ଶୁଣି ଯୀଶୁ ସେହି ନେତାଙ୍କୁ କହିଲେ, “ତଥାପି ଏ ପର୍ଯ୍ୟନ୍ତ ଆଉ ଗୋଟିଏ କଥା ତୁମ୍ଭର କରିବାକୁ ବାକିଅଛି। ତୁମ୍ଭର ଯାହା ଅଛି ସବୁ ବିକି ଦେଇ ଗରିବଙ୍କୁ ବାଣ୍ଟିଦିଅ। ତୁମ୍ଭକୁ ସ୍ୱର୍ଗରେ ପୁରସ୍କାର ମିଳିବ। ତା'ପରେ ତୁମ୍ଭେ ଆସ ଓ ମୋର ଅନୁସରଣ କର।”


Swiv nou:

Piblisite


Piblisite