Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 18:25 - ପବିତ୍ର ବାଇବଲ

25 ଜଣେ ଧନୀଲୋକ ପକ୍ଷରେ ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବାଠାରୁ ଗୋଟିଏ ଛୁଞ୍ଚି କଣାଦେଇ ଓଟଟିଏ ଗଳିଯିବା ଅଧିକ ସହଜ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 କାରଣ ଈଶ୍ଵରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ସୂଚୀର ଛିଦ୍ର ଦେଇ ଓଟର ପ୍ରବେଶ କରିବା ସହଜ।

Gade chapit la Kopi

ଓଡିଆ ବାଇବେଲ

25 କାରଣ ଈଶ୍ୱରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚୀର କଣା ଦେଇ ଓଟର ପ୍ରବେଶ କରିବା ସହଜ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ଛୁଞ୍ଚିର ଛିଦ୍ର ଦେଇ ଗୋଟିଏ ଓଟର ପ୍ରବେଶ କରିବାଠାରୁ ଜଣେ ଧନୀ ଲୋକର ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ଅଧିକ କଷ୍ଟକର।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 କାରଣ ଈଶ୍ବରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ପ୍ରବେଶ କରିବା ସହଜ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 18:25
5 Referans Kwoze  

ତୁମ୍ଭେମାନେ ଲୋକଙ୍କୁ ମାର୍ଗ ବତାଉଛ, କିନ୍ତୁ ତୁମ୍ଭେମାନେ ନିଜେ ଅନ୍ଧ। ତୁମ୍ଭେମାନେ ଏହି ପ୍ରକାରର ଅଟ। ତୁମ୍ଭମାନଙ୍କ ପାନୀୟ ଭିତରୁ ମାଛିକୁ ଛାଣ ଓ ଓଟକୁ ଗିଳି ପକାଅ।


ଏହି ପକ୍ଷାଘାତ ରୋଗୀଟିକୁ କେଉଁ ବିଷୟଟି କହିବା ଅଧିକ ସହଜ ହେବ: ‘ତୁମ୍ଭର ପାପ କ୍ଷମା କରି ଦିଆଗଲା’ ନା ‘ଉଠ, ଗ୍ଭଲିବା ଆରମ୍ଭ କର’?


ହଁ, ମୁଁ ତୁମ୍ଭକୁ କହୁଛି ଯେ, ଜଣେ ଧନୀ ଲୋକ ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବାଠାରୁ ଗୋଟିଏ ଓଟ ଛୁଞ୍ଚିକଣା ଭିତରେ ଗଳିଯିବା ବରଂ ସହଜ।’’


ଜଣେ ଧନୀ ଲୋକର ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ଅପେକ୍ଷା, ଗୋଟିଏ ଓଟ, ଗୋଟିଏ ଛୁଞ୍ଚି କଣାରେ ଗଳି ଯାଇ ପାରିବା ସହଜ।”


ଲୋକମାନେ ଏ କଥା ଶୁଣିବା ପରେ କହିଲେ, “ତେବେ କେଉଁମାନେ ପରିତ୍ରାଣ ପାଇ ପାରିବେ?”


Swiv nou:

Piblisite


Piblisite