ଲୂକ ଲିଖିତ ସୁସମାଚାର 18:32 - ପବିତ୍ର ବାଇବଲ32 ତାହାଙ୍କ ଲୋକମାନେ ତାହାଙ୍କୁ ବିଧର୍ମୀମାନଙ୍କ ହାତରେ ଦେଇଦେବେ। ତାହାଙ୍କୁ ଉପହାସ କରାଯିବ। ଲୋକେ ତାହାଙ୍କୁ ଅପମାନ ଦେବେ ଓ ତାହାଙ୍କୁ ଉପରକୁ ଛେପ ପକାଇବେ। Gade chapit laପବିତ୍ର ବାଇବଲ (Re-edited) - (BSI)32 କାରଣ ସେ ବିଜାତିମାନଙ୍କ ହସ୍ତରେ ସମର୍ପିତ ହେବେ, ପୁଣି ସେମାନେ ତାହାଙ୍କୁ ପରିହାସ କରିବେ, ତାହାଙ୍କ ପ୍ରତି ଅତ୍ୟାଚାର କରି ତାହାଙ୍କ ଉପରେ ଛେପ ପକାଇବେ, Gade chapit laଓଡିଆ ବାଇବେଲ32 କାରଣ ଯୀଶୁ ଅଣଯିହୂଦୀମାନଙ୍କ ହସ୍ତରେ ସମର୍ପିତ ହେବେ, ପୁଣି, ସେମାନେ ତାହାଙ୍କୁ ପରିହାସ କରିବେ, ତାହାଙ୍କ ପ୍ରତି ଅତ୍ୟାଚାର କରି ତାହାଙ୍କ ଉପରେ ଛେପ ପକାଇବେ, Gade chapit laପବିତ୍ର ବାଇବଲ (CL) NT (BSI)32 ତାଙ୍କୁ ଅଣଇହୁଦୀମାନଙ୍କ ହାତରେ ଛାଡ଼ି ଦିଆଯିବ। ସେମାନେ ତାଙ୍କୁ ପରିହାସ କରିବେ, ଅପମାନ ଦେବେ ଓ ତାଙ୍କ ଉପରେ ଛେପ ପକାଇବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 କାରଣ ସେ ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପିତ ହେବେ, ପୁଣି, ସେମାନେ ତାହାଙ୍କୁ ପରିହାସ କରିବେ, ତାହାଙ୍କ ପ୍ରତି ଅତ୍ୟାଚାର କରି ତାହାଙ୍କ ଉପରେ ଛେପ ପକାଇବେ, Gade chapit la |
ନା! ଈଶ୍ୱର ଏହା କରିଛନ୍ତି। ସେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ଈଶ୍ୱର ଅଟନ୍ତି। ସେ ଆମ୍ଭର ସମସ୍ତ ପୂର୍ବପୁରୁଷଙ୍କ ଈଶ୍ୱର ଅଟନ୍ତି। ସେ ତାହାଙ୍କ ମହାନ ସେବକ ଯୀଶୁଙ୍କୁ ଗୌରବାନ୍ୱିତ କରିଅଛନ୍ତି। ମାତ୍ର ତୁମ୍ଭେମାନେ ଯୀଶୁଙ୍କୁ ମୃତ୍ୟୁ ଭୋଗ କରିବା ନିମନ୍ତେ ସମର୍ପଣ କରିଦେଲ। ପୀଲାତ ଯୀଶୁଙ୍କୁ ମୁକ୍ତ କରିବାକୁ ସ୍ଥିର କରିଥିଲେ, କିନ୍ତୁ ତୁମ୍ଭେମାନେ ଯୀଶୁଙ୍କୁ ଗ୍ଭହଁ ନାହିଁ ବୋଲି ପୀଲାତଙ୍କୁ କହିଲ।