ଲୂକ ଲିଖିତ ସୁସମାଚାର 19:1 - ପବିତ୍ର ବାଇବଲ1 ଯୀଶୁ ଯିରୀହୋ ନଗର ଦେଇ ଯାଉଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ପରେ ସେ ଯିରୀହୋରେ ପ୍ରବେଶ କରି ତାହା ମଧ୍ୟ ଦେଇ ଯାଉଥିଲେ। Gade chapit laଓଡିଆ ବାଇବେଲ1 ପରେ ଯୀଶୁ ଯିରୀହୋରେ ପ୍ରବେଶ କରି ତାହା ମଧ୍ୟ ଦେଇ ଯାଉଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)1 ଯୀଶୁ ଯିରୀହୋ ମଧ୍ୟଦେଇ ଯାଉଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପରେ ଯୀଶୁ ଯିରୀହୋରେ ପ୍ରବେଶ କରି ତାହା ମଧ୍ୟ ଦେଇ ଯାଉଥିଲେ। Gade chapit la |
ନୂନର ପୁତ୍ର ଯିହୋଶୂୟ ଏବଂ ସମସ୍ତ ଲୋକ ଆକାସିଆରେ ଛାଉଣି ସ୍ଥାପନ କଲେ। ଯିହୋଶୂୟ ଦୁଇଜଣ ଗୁପ୍ତଚରଙ୍କୁ ପଠାଇଲେ, କୌଣସି ଲୋକ ଏ କଥା ଜାଣି ନ ଥିଲେ, ସେ ଏମାନଙ୍କୁ ଗୋପନରେ ପଠାଇ ଥିଲେ। ଯିହୋଶୂୟ ଦୁଇ ଜଣଙ୍କୁ କହିଲେ, “ଯାଅ, ବିଶେଷତଃ ଯିରୀହୋ ନଗର ନିରୀକ୍ଷଣ କର।” ତେଣୁ ସେମାନେ ଯିରୀହୋ ନଗରକୁ ଗଲେ, ସେମାନେ ଯାଇ ଏକ ବ୍ୟଭିଗ୍ଭରିଣୀ ଗୃହରେ ରହିଲେ। ସେହି ବ୍ୟଭିଗ୍ଭରିଣୀର ନାମ ରାହାବ ଥିଲା।