Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 19:15 - ପବିତ୍ର ବାଇବଲ

15 “ତଥାପି ସେ ରାଜା ହୋଇଗଲେ। ତା'ପରେ ସେ ଘରକୁ ଫେରି ଆସିଲେ। ତା'ପରେ ସେ କହିଲେ, ‘ଯେଉଁ ଗ୍ଭକରମାନଙ୍କୁ ମୁଁ ମୋର ଟଙ୍କା ଦେଇଥିଲି ସେମାନଙ୍କୁ ଡାକ, ମୁଁ ଜାଣିବାକୁ ଗ୍ଭହୁଁଛି ଯେ, ସେହି ଟଙ୍କାରେ ସେମାନେ ଆଉ କେତେ ଅଧିକ ଲାଭ କରିଛନ୍ତି।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପରେ ସେ ରାଜପଦ ପ୍ରାପ୍ତ ହୋଇ ବାହୁଡ଼ିଆସି, ଯେଉଁ ଦାସମାନଙ୍କୁ ଧନ ଦେଇଥିଲେ, ସେମାନଙ୍କ ମଧ୍ୟରେ ବେପାର କରି କିଏ କେତେ ଲାଭ କରିଅଛି, ତାହା ଜାଣିବା ନିମନ୍ତେ ସେମାନଙ୍କୁ ଆପଣା ନିକଟକୁ ଡାକି ଆଣିବା ପାଇଁ ଆଜ୍ଞା ଦେଲେ।

Gade chapit la Kopi

ଓଡିଆ ବାଇବେଲ

15 ପରେ ସେ ରାଜପଦ ପ୍ରାପ୍ତ ହୋଇ ଫେରିଆସିଲେ, ଯେଉଁ ଦାସମାନଙ୍କୁ ଧନ ଦେଇଥିଲେ, ସେମାନଙ୍କ ମଧ୍ୟରେ ବେପାର କରି କିଏ କେତେ ଲାଭ କରିଅଛି, ତାହା ଜାଣିବା ନିମନ୍ତେ ସେମାନଙ୍କୁ ଆପଣା ନିକଟକୁ ଡାକି ଆଣିବା ପାଇଁ ଆଦେଶ ଦେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 “ସେହି ବ୍ୟକ୍ତି ରାଜପଦ ପାଇ ନିଜ ଦେଶକୁ ଫେରି ଆସିଲେ। ତାଙ୍କର ଦାସମାନେ କେତେ ରୋଜଗାର କରିଛନ୍ତି, ତାହା ଜାଣିବା ଲାଗି ସେ ସେମାନଙ୍କୁ ତାଙ୍କ ନିକଟକୁ ଆସିବା ପାଇଁ ଆଦେଶ ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପରେ ସେ ରାଜପଦ ପ୍ରାପ୍ତ ହୋଇ ଫେରିଆସିଲେ, ଯେଉଁ ଦାସମାନଙ୍କୁ ଧନ ଦେଇଥିଲେ, ସେମାନଙ୍କ ମଧ୍ୟରେ ବେପାର କରି କିଏ କେତେ ଲାଭ କରିଅଛି, ତାହା ଜାଣିବା ନିମନ୍ତେ ସେମାନଙ୍କୁ ଆପଣା ନିକଟକୁ ଡାକି ଆଣିବା ପାଇଁ ଆଦେଶ ଦେଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 19:15
9 Referans Kwoze  

କିନ୍ତୁ ଯେଉଁ ସେବକ ନିଜ ମାଲିକଙ୍କ ଇଚ୍ଛା ବିଷୟରେ କିଛି ଜାଣି ନ ଥାଏ, ସେ ଦଣ୍ଡନୀୟ କାମ କରିବ ସେ। ତେବେ ତାକୁ ସେଥିପାଇଁ ନିଜ କର୍ତ୍ତବ୍ୟ ବିଷୟରେ ଜାଣିଥିବା ଗ୍ଭକର ଅପେକ୍ଷା କମ୍ ଦଣ୍ଡ ଦିଆଯିବ। କାରଣ ଯେଉଁ ଲୋକକୁ ଅଧିକ ଦିଆଯାଇଛି, ସେ ବିଷୟ ପାଇଁ ଦାୟୀ ହେବ। ଯେଉଁ ଲୋକକୁ ଅଧିକ ଦିଆଯାଇଛି ତା'ଠାରୁ ବହୁତ ଅଧିକ ଆଶା କରାଯିବ।”


“ବହୁତ ଦିନ ପରେ ମାଲିକ ଘରକୁ ଫେରି ଆସିଲେ। ସେ ଗ୍ଭକରମାନଙ୍କୁ ଡାକିଲେ, ଓ ତାହାଙ୍କ ଟଙ୍କାରେ କ’ଣ କଲେ, ତାହା ସେମାନଙ୍କୁ ପଗ୍ଭରିଲେ।


ସେହି ବ୍ୟକ୍ତିଙ୍କୁ ସେ ରାଜ୍ୟର ନାଗରିକମାନେ ଘୃଣା କରୁଥିଲେ। ତେଣୁ ସେମାନେ ତାହାଙ୍କ ପଛରେ ଦଳେ ଲୋକଙ୍କୁ ସେଠାକୁ ପଠାଇଲେ। ସେଠାକୁ ଯାଇ ଏହି ଦଳର ଲୋକମାନେ କହିଲେ, ‘ଆମ୍ଭେ ଗ୍ଭହୁଁନା ଯେ, ସେହି ବ୍ୟକ୍ତି ଆମ୍ଭମାନଙ୍କର ରାଜା ହୁଅନ୍ତୁ।’


ପ୍ରଥମେ ଗ୍ଭକର ଜଣକ ଆସି କହିଲା, ‘ଆଜ୍ଞା, ଆପଣ ମୋତେ ଦେଇଥିବା ଟଙ୍କା ଥଳିଟିକୁ ବ୍ୟବହାର କରି ମୁଁ ଦଶ ଥଳି ଅଧିକ ଟଙ୍କା ଅର୍ଜନ କରିଛି।’


Swiv nou:

Piblisite


Piblisite