Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 19:2 - ପବିତ୍ର ବାଇବଲ

2 ଯିରୀହୋରେ ଜଖିୟ ବୋଲି ଜଣେ ଲୋକ ଥିଲେ। ସେ ଜଣେ ପ୍ରଧାନ କରଆଦାୟକାରୀ ଥିଲେ ଓ ସେ ବହୁତ ଧନୀ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆଉ ଦେଖ, ଜଖୀୟ ନାମରେ ଜଣେ ଲୋକ ଥିଲେ, ସେ ଜଣେ ପ୍ରଧାନ କରଗ୍ରାହୀ ଓ ଧନୀ ଲୋକ।

Gade chapit la Kopi

ଓଡିଆ ବାଇବେଲ

2 ଆଉ ଦେଖ, ସେଠାରେ ଜଖିୟ ନାମରେ ଜଣେ ଲୋକ ଥିଲେ । ସେ ଜଣେ ପ୍ରଧାନ କର ଆଦାୟକାରୀ ଓ ଧନୀ ଲୋକ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ସେଠାରେ ଜଖିୟ ନାମରେ ଜଣେ ପ୍ରଧାନ କରଆଦାୟକାରୀ ଧନୀ ଲୋକ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ ଦେଖ, ସେଠାରେ ଜଖୀୟ ନାମରେ ଜଣେ ଲୋକ ଥିଲେ। ସେ ଜଣେ ପ୍ରଧାନ କର ଆଦାୟକାରୀ ଓ ଧନୀ ଲୋକ।

Gade chapit la Kopi




ଲୂକ ଲିଖିତ ସୁସମାଚାର 19:2
6 Referans Kwoze  

ଫିଲି‌ପ୍‌ପ ଓ ବାର୍ଥଲମି, ଥୋମା ଓ କରଆଦାୟକାରୀ ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ ଓ ଥଦ୍ଦୀୟ,


ଯୀଶୁ ଯିରୀହୋ ନଗର ଦେଇ ଯାଉଥିଲେ।


ସେ ଯୀଶୁଙ୍କୁ ଦେଖିବାକୁ ଗ୍ଭହୁଁଥିଲେ। ଆହୁରି ମଧ୍ୟ ଅନେକ ଲୋକ ଯୀଶୁଙ୍କୁ ଦେଖିବାକୁ ଗ୍ଭହୁଁଥିଲେ। ଜଖିୟ ଏତେ ବାଙ୍ଗରା ଥିଲେ ଯେ, ଲୋକଙ୍କ ଭିତରେ ଥାଇ ଯୀଶୁଙ୍କୁ ଦେଖି ପାରିବା ସମ୍ଭବ ନ ଥିଲା।


ଯୀଶୁ ସେହି ସ୍ଥାନକୁ ଆସିଲେ। ସେ ଉପରକୁ ଗ୍ଭହିଁଲେ, ସେ ଜଖିୟଙ୍କୁ ଗଛ ଉପରେ ଦେଖିଲେ। ଯୀଶୁ ତାହାଙ୍କୁ କହିଲେ, “ଜଖିୟ! ଶୀଘ୍ର ତଳକୁ ଆସ, ମୁଁ ଆଜି ନିଶ୍ଚୟ ତୁମ୍ଭ ଘରେ ରହିବି।”


Swiv nou:

Piblisite


Piblisite