Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 19:22 - ପବିତ୍ର ବାଇବଲ

22 “ତା'ପରେ ରାଜା ସେହି ଗ୍ଭକରକୁ କହିଲେ, ‘ତୁମ୍ଭେ ଜଣେ ଦୁଷ୍ଟ ଗ୍ଭକର। ତୁମ୍ଭେ ମୋ’ ପ୍ରତି ବ୍ୟବହାର କରିଥିବା ଭାଷାରେ ମୁଁ ତୁମ୍ଭରି ବିଗ୍ଭର କରିବି। ତୁମ୍ଭେ କହିଛ ଯେ, ମୁଁ ଜଣେ କଠୋର ବ୍ୟକ୍ତି। ପୁଣି କହିଛ ଯେ ମୁଁ ଅର୍ଜନ ନ କରି ଟଙ୍କା ନିଏ ଓ ଉତ୍ପନ୍ନ ନ କରି ମଧ୍ୟ ଖାଦ୍ୟଶସ୍ୟ ସଂଗ୍ରହ କରେ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ସେ ତାହାକୁ କହିଲେ, ରେ ଦୁଷ୍ଟ ଦାସ, ତୋର ମୁହଁର କଥାରେ ତୋହର ବିଚାର କରିବି। ମୁଁ ଜଣେ କଠୋର ଲୋକ, ଯାହା ରଖି ନ ଥାଏ, ତାହା ଉଠାଇନିଏ, ପୁଣି ଯାହା ବୁଣି ନ ଥାଏ, ତାହା କାଟେ, ଏହା କଅଣ ଜାଣିଥିଲୁ?

Gade chapit la Kopi

ଓଡିଆ ବାଇବେଲ

22 ସେ ତାହାକୁ କହିଲେ, ରେ ଦୁଷ୍ଟ ଦାସ, ତୋର ମୁହଁର କଥାରେ ତୋହର ବିଚାର କରିବି । ମୁଁ ଜଣେ କଠୋର ଲୋକ, ଯାହା ରଖି ନ ଥାଏ, ତାହା ଉଠାଇନିଏ, ପୁଣି, ଯାହା ବୁଣି ନ ଥାଏ, ତାହା କାଟେ, ଏହା କ'ଣ ଜାଣିଥିଲୁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 ସେ ତାକୁ କହିଲେ, ‘ଆରେ ଦୁଷ୍ଟ ଦାସ! ମୁଁ ତୋ’ କଥାରେ ତୋତେ ଦୋଷୀ କରିବି! ତୁ ଜାଣୁ ଯେ ମୁଁ ଜଣେ ନିଷ୍ଠୁର ଲୋକ, ଯାହା ମୋର ନୁହେଁ, ମୁଁ ତାହା ନେଇଥାଏ ଓ ମୁଁ ଯାହା ବୁଣି ନ ଥାଏ, ତାହା କାଟି ଥାଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସେ ତାହାକୁ କହିଲେ, ରେ ଦୁଷ୍ଟ ଦାସ, ତୋର ମୁହଁର କଥାରେ ତୋହର ବିଚାର କରିବି। ମୁଁ ଜଣେ କଠୋର ଲୋକ, ଯାହା ରଖି ନ ଥାଏ, ତାହା ଉଠାଇନିଏ, ପୁଣି, ଯାହା ବୁଣି ନ ଥାଏ, ତାହା କାଟେ, ଏହା କଅଣ ଜାଣିଥିଲୁ?

Gade chapit la Kopi




ଲୂକ ଲିଖିତ ସୁସମାଚାର 19:22
8 Referans Kwoze  

ରାଜା ତାହାଙ୍କୁ ପଗ୍ଭରିଲେ, ‘ବନ୍ଧୁ, ତୁମ୍ଭେ ବିବାହ ପୋଷାକ ନ ପିନ୍ଧି ଓ ଭିତରକୁ କେମିତି ଆସିଲ?’ କିନ୍ତୁ ଲୋକଟି କିଛି କହିଲା ନାହିଁ।


ଅତଏବ ଯେଉଁସବୁ କଥା ତୁମ୍ଭେ କହିଥିବ, ତା ଅନୁସାରେ ତୁମ୍ଭକୁ ଦୋଷୀ ବା ତୁମ୍ଭକୁ ନିର୍ଦ୍ଦୋଷୀ ବୋଲି ବିଗ୍ଭର କରାଯିବ।”


ବ୍ୟବସ୍ଥାରେ ଯେଉଁ କଥାଗୁଡ଼ିକ କୁହାଯାଇଛି, ତାହା ବ୍ୟବସ୍ଥାଧୀନ ରହିଥିବା ଲୋକଙ୍କ ପାଇଁ ପ୍ରୟୋଜନ। ଏହି ବ୍ୟବସ୍ଥାଗୁଡ଼ିକ ସମସ୍ତ ଯିହୂଦୀ ଲୋକଙ୍କୁ ଆଳ ଦେଖାଇବାରୁ ଅଟକାଏ ଏବଂ ସମଗ୍ର ସଂସାରର ଲୋକମାନଙ୍କୁ ପରମେଶ୍ୱରଙ୍କ ନ୍ୟାୟବିଗ୍ଭରକୁ ଆଣେ।


ଆପଣ ଜଣେ କଠୋର ବ୍ୟକ୍ତି ହୋଇଥିବାରୁ ମୁଁ ଆପଣଙ୍କୁ ଭୟ କରିଥିଲି। ଏପରିକି ଆପଣ ନିଜେ ଅର୍ଜନ କରି ନ ଥିବା ଟଙ୍କା ନେଇଥା’ନ୍ତି ଓ ନିଜେ ଉତ୍ପନ୍ନ କରି ନ ଥିବା ଖାଦ୍ୟଶସ୍ୟ ସଂଗ୍ରହ କରିଥା’ନ୍ତି।’


ଯଦି ଏ କଥା ସତ୍ୟ, ତେବେ ତୁମ୍ଭେ ମୋ’ ଟଙ୍କା ବ୍ୟାଙ୍କରେ ଜମା ରଖି ପାରିଥା’ନ୍ତ ତା'ହେଲେ ମୁଁ ଫେରି ଆସିଲା ବେଳକୁ ମୋ’ ଟଙ୍କାରେ କିଛି ସୁଧ ଅର୍ଜ୍ଜନ କରାଯାଇ ପାରିଥା’ନ୍ତା


Swiv nou:

Piblisite


Piblisite