ଲୂକ ଲିଖିତ ସୁସମାଚାର 19:3 - ପବିତ୍ର ବାଇବଲ3 ସେ ଯୀଶୁଙ୍କୁ ଦେଖିବାକୁ ଗ୍ଭହୁଁଥିଲେ। ଆହୁରି ମଧ୍ୟ ଅନେକ ଲୋକ ଯୀଶୁଙ୍କୁ ଦେଖିବାକୁ ଗ୍ଭହୁଁଥିଲେ। ଜଖିୟ ଏତେ ବାଙ୍ଗରା ଥିଲେ ଯେ, ଲୋକଙ୍କ ଭିତରେ ଥାଇ ଯୀଶୁଙ୍କୁ ଦେଖି ପାରିବା ସମ୍ଭବ ନ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)3 ଯୀଶୁ କିଏ, ତାହା ଦେଖିବାକୁ ସେ ଚେଷ୍ଟା କରୁଥିଲେ, କିନ୍ତୁ ଲୋକମାନଙ୍କର ଭିଡ଼ ସକାଶୁ ଦେଖି ପାରୁ ନ ଥିଲେ, କାରଣ ସେ ବାଙ୍ଗର ଥିଲେ। Gade chapit laଓଡିଆ ବାଇବେଲ3 ଯୀଶୁ କିଏ, ତାହା ଦେଖିବାକୁ ସେ ଚେଷ୍ଟା କରୁଥିଲେ, କିନ୍ତୁ ଲୋକମାନଙ୍କର ଭିଡ଼ ସକାଶୁ ଦେଖି ପାରୁ ନ ଥିଲେ, କାରଣ ସେ ବାଙ୍ଗର ଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)3 ଯୀଶୁଙ୍କୁ ସେ ଦେଖିବାକୁ ଇଚ୍ଛା କରୁଥିଲା, କିନ୍ତୁ ସେ ବାଙ୍ଗର ଥିବାରୁ ଜନଗହଳି ମଧ୍ୟରେ ଯୀଶୁଙ୍କୁ ଦେଖି ପାରିଲା ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯୀଶୁ କିଏ, ତାହା ଦେଖିବାକୁ ସେ ଚେଷ୍ଟା କରୁଥିଲେ, କିନ୍ତୁ ଲୋକମାନଙ୍କର ଭିଡ଼ ସକାଶୁ ଦେଖି ପାରୁ ନ ଥିଲେ, କାରଣ ସେ ବାଙ୍ଗର ଥିଲେ। Gade chapit la |