Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 19:33 - ପବିତ୍ର ବାଇବଲ

33 ଶିଷ୍ୟମାନେ ଗଧଟିକୁ ଫିଟାଉଥିବା ସମୟରେ ଗଧଟିର ମାଲିକମାନେ ବାହାରି ଆସିଲେ। ସେମାନେ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ଗଧଟିକୁ କାହିଁକି ଫିଟାଉଛ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ପୁଣି, ସେମାନେ ଗଧଛୁଆକୁ ଫିଟାଉଥିବା ସମୟରେ ତାହାର ଅଧିକାରୀମାନେ ସେମାନଙ୍କୁ ପଚାରିଲେ, କାହିଁକି ଗଧଛୁଆକୁ ଫିଟାଉଅଛ?

Gade chapit la Kopi

ଓଡିଆ ବାଇବେଲ

33 ପୁଣି, ସେମାନେ ଗଧଛୁଆକୁ ଫିଟାଉଥିବା ସମୟରେ ତାହାର ଅଧିକାରୀମାନେ ସେମାନଙ୍କୁ ପଚାରିଲେ, କାହିଁକି ଗଧଛୁଆକୁ ଫିଟାଉଅଛ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

33 ସେମାନେ ଗଧ ଛୁଆକୁ ଫିଟାଉଥିବା ସମୟରେ ତାହାର ମାଲିକ ସେମାନଙ୍କୁ ପଚାରିଲେ, “କାହିଁକି ଏହାକୁ ଫିଟାଉଛ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ପୁଣି, ସେମାନେ ଗଧଛୁଆକୁ ଫିଟାଉଥିବା ସମୟରେ ତାହାର ମାଲିକମାନେ ସେମାନଙ୍କୁ ପଚାରିଲେ, କାହିଁକି ଗଧଛୁଆକୁ ଫିଟାଉଅଛ?

Gade chapit la Kopi




ଲୂକ ଲିଖିତ ସୁସମାଚାର 19:33
2 Referans Kwoze  

ଦୁଇଜଣ ଶିଷ୍ୟ ସେହି ଗାଁକୁ ଗଲେ, ଯୀଶୁ ସେମାନଙ୍କୁ ଯେଭଳି କହିଥିଲେ, ଠିକ୍ ସେହି ଅନୁସାରେ ସେମାନେ ଗଧଟିକୁ ପାଇଗଲେ।


ଶିଷ୍ୟମାନେ କହିଲେ, “ଏହାଠାରେ ପ୍ରଭୁଙ୍କର ଦରକାର ଅଛି।”


Swiv nou:

Piblisite


Piblisite