Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 19:34 - ପବିତ୍ର ବାଇବଲ

34 ଶିଷ୍ୟମାନେ କହିଲେ, “ଏହାଠାରେ ପ୍ରଭୁଙ୍କର ଦରକାର ଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ସେମାନେ କହିଲେ, କାରଣ ଏହାଠାରେ ପ୍ରଭୁଙ୍କର ପ୍ରୟୋଜନ ଅଛି।

Gade chapit la Kopi

ଓଡିଆ ବାଇବେଲ

34 ସେମାନେ କହିଲେ, କାରଣ ଏହାଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

34 ସେମାନେ ଉତ୍ତର ଦେଲେ, “ଏହା ଗୁରୁଙ୍କର ପ୍ରୟୋଜନ”।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ସେମାନେ କହିଲେ, କାରଣ ଏହାଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି।

Gade chapit la Kopi




ଲୂକ ଲିଖିତ ସୁସମାଚାର 19:34
6 Referans Kwoze  

ହେ ସିୟୋନର କନ୍ୟା ଆନନ୍ଦ କର! ହେ ଯିରୁଶାଲମର କନ୍ୟା, ଚିତ୍କାର କର! ଦେଖ, ତୁମ୍ଭର ରାଜା ତୁମ୍ଭମାନଙ୍କ ନିକଟକୁ ଆସୁଛନ୍ତି। ସେ ଧାର୍ମିକ ରାଜା ଓ ସେ ଜୟଲାଭ କରିଛନ୍ତି। ସେ ଅତ୍ୟନ୍ତ ନମ୍ର। ସେ ଏକ ଯୁବ ଗଧ ଉପରେ ବସି ଆସୁଛନ୍ତି।


ଯୀଶୁଙ୍କର ଶିଷ୍ୟମାନେ ସେତେବେଳେ ଏହି ଘଟଣାର ଅର୍ଥ ବୁଝିପାରି ନ ଥିଲେ। କିନ୍ତୁ ଯୀଶୁ ଯେତେବେଳେ ମହିମାନ୍ୱିତ ହେଲେ ସେତେବେଳେ ସେମାନେ ବୁଝି ପାରିଲେ ଯେ, ଏହା ତାହାଙ୍କ ବିଷୟରେ ଲେଖାଯାଇଥିଲା। ତା'ପରେ ଶିଷ୍ୟମାନେ ମନେ ପକାଇଲେ ଯେ ସେମାନେ ଯୀଶୁଙ୍କ ପ୍ରତି ଏହା ସବୁ କରିଛନ୍ତି।


ଏହି ଧର୍ମଶାସ୍ତ୍ର କୁହେ ଯେ ଯେଉଁମାନେ ପରମେଶ୍ୱରଙ୍କର ବାର୍ତ୍ତା ଗ୍ରହଣ କରନ୍ତି, ସେମାନେ ଈଶ୍ୱରଗଣ। ଆଉ ଶାସ୍ତ୍ରର ବାକ୍ୟ ସର୍ବଦା ସତ୍ୟ।


ତୁମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ସହିତ ପରିଚିତ। ତୁମ୍ଭେମାନେ ଜାଣ ଯେ, ଖ୍ରୀଷ୍ଟ ଈଶ୍ୱରଙ୍କଠାରେ ଧନୀ ହୋଇଥିଲେ ମଧ୍ୟ, ତୁମ୍ଭମାନଙ୍କ ପାଇଁ ସେ ଗରିବ ହେଲେ। ତାହାଙ୍କର ଗରିବ ହେବା ଦ୍ୱାରା ତୁମ୍ଭେମାନେ ଯେପରି ଧନୀ ହୁଅ, ସେଥିପାଇଁ ଯୀଶୁ ଖ୍ରୀଷ୍ଟ ଏପରି କଲେ।


ଶିଷ୍ୟମାନେ ଗଧଟିକୁ ଫିଟାଉଥିବା ସମୟରେ ଗଧଟିର ମାଲିକମାନେ ବାହାରି ଆସିଲେ। ସେମାନେ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ଗଧଟିକୁ କାହିଁକି ଫିଟାଉଛ?”


ତା'ପରେ ଶିଷ୍ୟମାନେ ଗଧଟିକୁ ଯୀଶୁଙ୍କ ପାଖକୁ ଆଣିଲେ। ସେମାନେ ଗଧ ପିଠି ଉପରେ ସେମାନଙ୍କର ଲୁଗା ପକେଇଲେ। ତା'ପରେ ସେମାନେ ଯୀଶୁଙ୍କୁ ଗଧ ଉପରେ ବସାଇଲେ।


Swiv nou:

Piblisite


Piblisite