Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 19:36 - ପବିତ୍ର ବାଇବଲ

36 ଯୀଶୁ ଗଧ ଉପରେ ବସି ଯିରୁଶାଲମ ଆଡ଼କୁ ଯାତ୍ରା କଲେ। ଲୋକମାନେ ଯୀଶୁଙ୍କ ଆଗରେ ରାସ୍ତା ଉପରେ ନିଜ ନିଜ ଲୁଗା ବିଛାଇ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ଆଉ, ସେ ଯାତ୍ରା କରୁଥିବା ସମୟରେ ଲୋକେ ପଥରେ ଆପଣା ଆପଣା ଲୁଗା ବିଛାଇ ଦେବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

36 ଆଉ ସେ ଯାତ୍ରା କରୁଥିବା ସମୟରେ ଲୋକେ ବାଟରେ ଆପଣା ଆପଣା ଲୁଗା ବିଛାଇ ଦେବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

36 ସେ ଚଢ଼ି ଯାତ୍ରା କରିବାବେଳେ ଲୋକମାନେ ମଧ୍ୟ ରାସ୍ତାରେ ସେମାନଙ୍କ ଲୁଗା ବିଛାଇ ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଆଉ ସେ ଯାତ୍ରା କରୁଥିବା ସମୟରେ ଲୋକେ ବାଟରେ ଆପଣା ଆପଣା ଲୁଗା ବିଛାଇ ଦେବାକୁ ଲାଗିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 19:36
4 Referans Kwoze  

ତା'ପରେ ସମସ୍ତ ଉଚ୍ଚ ଅଧିକାରୀମାନେ ଶୀଘ୍ର ଆପଣା ଆପଣା ବସ୍ତ୍ର ନେଇ ସୋପାନ ଉପରେ ଯେହୂଙ୍କ ସମ୍ମୁଖରେ ରଖିଲେ। ତା'ପରେ ସେମାନେ ତୂରୀ ବଜାଇ ଘୋଷଣା କଲେ, “ଯେହୂ ରାଜା ହେଲେ।”


ଯୀଶୁ ଯିରୁଶାଲମ ରାସ୍ତାରେ ଯାତ୍ରା କଲେ। ଅନେକ ଲୋକ ଯୀଶୁଙ୍କ ପାଇଁ ସେମାନଙ୍କର ଲୁଗା ରାସ୍ତାରେ ବିଛେଇ ଦେଲେ। ଆଉ କେତେକ ଲୋକ ଗଛରୁ ଡାଳ ସବୁ କାଟି ରାସ୍ତାରେ ବିଛାଇ ଦେଲେ।


ତା'ପରେ ଶିଷ୍ୟମାନେ ଗଧଟିକୁ ଯୀଶୁଙ୍କ ପାଖକୁ ଆଣିଲେ। ସେମାନେ ଗଧ ପିଠି ଉପରେ ସେମାନଙ୍କର ଲୁଗା ପକେଇଲେ। ତା'ପରେ ସେମାନେ ଯୀଶୁଙ୍କୁ ଗଧ ଉପରେ ବସାଇଲେ।


ଯୀଶୁ ଯିରୁଶାଲମର ପାଖ ହୋଇ ଆସୁଥିଲେ, ସେ ଜୀତପର୍ବତର ପାଦଦେଶ ନିକଟରେ ପହଞ୍ଚିଲେ। ଯୀଶୁଙ୍କର ସମୁଦାୟ ଶିଷ୍ୟଦଳ ଖୁସୀ ଥିଲେ। ସେମାନେ ଉଚ୍ଚସ୍ୱରରେ ପରମେଶ୍ୱରଙ୍କ ପ୍ରଶଂସା ଗାନ କରିବାକୁ ଲାଗିଲେ। ସେମାନେ ଯେଉଁସବୁ ଶକ୍ତିର କାର୍ଯ୍ୟମାନ ଦେଖୁଥିଲେ, ସେଥିପାଇଁ ପରମେଶ୍ୱରଙ୍କ ସ୍ତୁତିଗାନ କଲେ। ସେମାନେ କହିଲେ,


Swiv nou:

Piblisite


Piblisite