ଲୂକ ଲିଖିତ ସୁସମାଚାର 19:40 - ପବିତ୍ର ବାଇବଲ40 କିନ୍ତୁ ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ କହୁଛି, ଏସବୁ କଥା ନିଶ୍ଚୟ କୁହାଯିବ। ଯଦି ମୋର ଶିଷ୍ୟମାନେ ଏସବୁ କଥା ନ କୁହନ୍ତି। ତାହାହେଲେ ଏ ପଥର ସବୁ ପାଟି କରି ତାହା ସବୁ କହିବେ।” Gade chapit laପବିତ୍ର ବାଇବଲ (Re-edited) - (BSI)40 ସେ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ କହୁଅଛି, ଏମାନେ ତୁନି ହୋଇ ରହିଲେ, ପଥରଗୁଡ଼ାକ ପାଟି କରିବେ। Gade chapit laଓଡିଆ ବାଇବେଲ40 ସେ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ କହୁଅଛି, ଏମାନେ ତୁନି ହୋଇ ରହିଲେ, ପଥରଗୁଡ଼ାକ ପାଟି କରିବେ । Gade chapit laପବିତ୍ର ବାଇବଲ (CL) NT (BSI)40 ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ କହୁଛି, ଯଦି ସେମାନେ ତୁନି ହେବେ, ତା’ହେଲେ ପଥରଗୁଡ଼ା ଚିକ୍ରାର କରି ଉଠିବେ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ସେ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ କହୁଅଛି, ଏମାନେ ତୁନି ହୋଇ ରହିଲେ, ପଥରଗୁଡ଼ାକ ପାଟି କରିବେ।” Gade chapit la |