ଲୂକ ଲିଖିତ ସୁସମାଚାର 19:41 - ପବିତ୍ର ବାଇବଲ41 ଯୀଶୁ ଯିରୁଶାଲମ ପାଖରେ ପହଞ୍ଚିଲେ। ଯୀଶୁ ଯିରୁଶାଲମ ନଗରକୁ ଦେଖି ତା’ ପାଇଁ କାନ୍ଦି ପକାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)41 ଆଉ, ଯେତେବେଳେ ସେ ନିକଟକୁ ଆସିଲେ, ସେତେବେଳେ ନଗରକୁ ଦେଖି ତାହା ନିମନ୍ତେ ରୋଦନ କରି କହିଲେ, Gade chapit laଓଡିଆ ବାଇବେଲ41 ଆଉ ଯେତେବେଳେ ସେ ନିକଟକୁ ଆସିଲେ, ସେତେବେଳେ ନଗରକୁ ଦେଖି ତାହା ନିମନ୍ତେ ରୋଦନ କରି କହିଲେ, Gade chapit laପବିତ୍ର ବାଇବଲ (CL) NT (BSI)41 ସେ ନଗରର ନିକଟବର୍ତ୍ତୀ ହେବା ପରେ ତାକୁ ଦେଖି ବିଳାପ କରି କହିଲେ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ଆଉ ଯେତେବେଳେ ସେ ନିକଟକୁ ଆସିଲେ, ସେତେବେଳେ ନଗରକୁ ଦେଖି ତାହା ନିମନ୍ତେ ରୋଦନ କରି କହିଲେ, Gade chapit la |