ଲୂକ ଲିଖିତ ସୁସମାଚାର 19:8 - ପବିତ୍ର ବାଇବଲ8 ଜଖିୟ ପ୍ରଭୁଙ୍କୁ କହିଲେ, “ମୁଁ ଭଲ କାମ କରିବାକୁ ଇଚ୍ଛା କରୁଛି। ମୁଁ ମୋ’ ଧନର ଅଧା ଗରିବଙ୍କୁ ବାଣ୍ଟି ଦେବି। ମୁଁ ଯଦି କାହାରିକୁ ଠକିଥାଏ, ତେବେ ସେହି ଲୋକକୁ ଗ୍ଭରି ଗୁଣ ଧନ ଫେରାଇ ଦେବି।” Gade chapit laପବିତ୍ର ବାଇବଲ (Re-edited) - (BSI)8 କିନ୍ତୁ ଜଖୀୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋର ସମ୍ପତ୍ତିର ଅର୍ଦ୍ଧେକ ମୁଁ ଦରିଦ୍ରମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି। Gade chapit laଓଡିଆ ବାଇବେଲ8 କିନ୍ତୁ ଜଖିୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋର ସମ୍ପତ୍ତିର ଅଧା ମୁଁ ଗରିବମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି । Gade chapit laପବିତ୍ର ବାଇବଲ (CL) NT (BSI)8 ଜଖିୟ ପ୍ରଭୁଙ୍କୁ କହିଲା, “ଗୁରୁ! ଶୁଣନ୍ତୁ! ମୁଁ ମୋ’ ସମ୍ପତ୍ତିର ଅଧେ ଦରିଦ୍ରମାନଙ୍କୁ ଦାନ କରିବି ଏବଂ ଯଦି ମୁଁ କାହାଠାରୁ କିଛି ଠକାଇ ନେଇଥାଏ, ତେବେ ଚାରି ଗୁଣରେ ତାକୁ ଫେରାଇ ଦେବି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କିନ୍ତୁ ଜଖୀୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋହର ସମ୍ପତ୍ତିର ଅଧା ମୁଁ ଗରିବମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି। Gade chapit la |
ତେଣୁ ତୁମ୍ଭେମାନେ ନିଜର ସମସ୍ତ ସମ୍ପତ୍ତି ବିକି ଦେଇ ସେହି ଟଙ୍କା ଗରିବ ଲୋକଙ୍କ ମଧ୍ୟ ବାଣ୍ଟିଦିଅ। ଏ ସଂସାରର ଧନସମ୍ପତ୍ତି ସବୁଦିନ ପାଇଁ ରହିବ ନାହିଁ। ତେଣୁ ସବୁଦିନ ରହି ପାରୁଥିବା ଧନସମ୍ପତ୍ତି ସଂଗ୍ରହ କରା ନିଜ ପାଇଁ ସ୍ୱର୍ଗରେ ଧନସମ୍ପତ୍ତି ସଂଗ୍ରହ କର। ଏହା ଚିରକାଳ ରହିବ। ସ୍ୱର୍ଗରେ ତୁମ୍ଭମାନଙ୍କ ସମ୍ପତ୍ତିକୁ କେହି ଗ୍ଭେରେଇ ନେଇ ପାରିବ ନାହିଁ କି ତାକୁ କୀଟ ନଷ୍ଟ କରି ପାରିବ ନାହିଁ।
ମୁଁ ତୁମ୍ଭମାନଙ୍କ ସମ୍ମୁଖରେ ଉପସ୍ଥିତ ଅଛି। ଯଦି ମୁଁ କିଛି ଭୁଲ୍ କରିଛି ତୁମ୍ଭେମାନେ ନିଶ୍ଚିତଭାବେ ସଦାପ୍ରଭୁ ଏବଂ ତାଙ୍କ ମନୋନୀତ ରାଜାକୁ କୁହ। ମୁଁ କାହାର ଗଧ କିମ୍ବା ଗାଈ ଗ୍ଭେରି କରିଛି କି? ମୁଁ କାହାକୁ ଆଘାତ କିମ୍ବା ଧକ୍କା ଦେଇଛି କି? ମୁଁ ମୋର ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇ ନାହିଁ, ଯେପରିକି ମୁଁ ଅନ୍ୟ ଦ୍ୱାରା ଅପରାଧ କରିଥିବା ଉପଦ୍ରବ୍ୟ ଦେଖି ନ ପାରେ? ଯଦି ମୁଁ ଏଥିରୁ କୌଣସିଟି କରିଛି, ତେବେ ମୁଁ ତାହା ଭରଣା କରିବା ପାଇଁ ପ୍ରସ୍ତୁତ ଅଛି।”