ଲୂକ ଲିଖିତ ସୁସମାଚାର 2:10 - ପବିତ୍ର ବାଇବଲ10 ମେଷପାଳକମାନେ ଅତ୍ୟନ୍ତ ଭୟଭୀତ ହୋଇଗଲେ। ସ୍ୱର୍ଗଦୂତ ସେମାନଙ୍କୁ କହିଲେ, “ଭୟ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ସମାଗ୍ଭର ଆଣିଛି। ତାହା ସବୁଲୋକଙ୍କ ପାଇଁ ମହା ଆନନ୍ଦ ଆଣିଦେବ। Gade chapit laପବିତ୍ର ବାଇବଲ (Re-edited) - (BSI)10 ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟ; ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି, Gade chapit laଓଡିଆ ବାଇବେଲ10 ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟନ୍ତ ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି, Gade chapit laପବିତ୍ର ବାଇବଲ (CL) NT (BSI)10 କିନ୍ତୁ ସ୍ୱର୍ଗଦୂତ ସେମାନଙ୍କୁ କହିଲେ, “ଭୟ କର ନାହିଁ! ମୁଁ ତୁମ୍ଭମାନଙ୍କ ନିମନ୍ତେ ଶୁଭବାର୍ତ୍ତା ନେଇ ଏଠାକୁ ଆସିଛି। ତାହା ସମସ୍ତଙ୍କର ଆନନ୍ଦଦାୟକ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟନ୍ତ ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି, Gade chapit la |
ସଦାପ୍ରଭୁଙ୍କର ସେବକ କୁହନ୍ତି, “ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦେବାକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଗ୍ଭର କରିବା ନିମନ୍ତେ ମୋତେ ପ୍ରେରଣ କରିଛନ୍ତି।
ତୁମ୍ଭେମାନେ ଶୁଣିଥିବା ସୁସମାଗ୍ଭର ଉପରେ ବିଶ୍ୱାସ ରଖି ପାରିଲେ ଖ୍ରୀଷ୍ଟ ଏହି କାମ କରି ଗ୍ଭଲିବେ। ତୁମ୍ଭେମାନେ ନିଜ ବିଶ୍ୱାସରେ ଦୃଢ଼ତା ଓ ନିଶ୍ଚିତ ବୋଧ ରଖିଥିବ। ସୁସମାଗ୍ଭର ତୁମ୍ଭମାନଙ୍କୁ ଯେଉଁ ଭରସା ଦେଇଛି ସେଥିରୁ ବିଚଳିତ ହେବ ନାହିଁ। ସେହି ସମାନ ସୁସମାଗ୍ଭର ସମଗ୍ର ବିଶ୍ୱରେ ସମସ୍ତଙ୍କୁ କୁହାଯାଇଛି। ମୁଁ ପାଉଲ, ସେହି ସୁସମାଗ୍ଭର କହିବାରେ ସାହାଯ୍ୟ କରିଛି।
ତୁମ୍ଭେମାନେ ଏସବୁ ଘଟଣା ଘଟିବାର ଦେଖିଲ। ତୁମ୍ଭେମାନେ ତା'ର ସାକ୍ଷୀ। ତୁମ୍ଭେମାନେ ଲୋକମାନଙ୍କ ପାଖକୁ ଯାଇ କୁହ ଯେ ସେମାନଙ୍କର ପାପ ଗୁଡ଼ିକୁ କ୍ଷମା କରାଯାଇ ପାରିବ। ସେମାନଙ୍କୁ କୁହ ଯେ, ସେମାନେ ନିଜର ହୃଦୟ ପରିବର୍ତ୍ତନ କରନ୍ତୁ ଏବଂ ନିଜର ପାପ ପାଇଁ ଦୁଃଖ ଅନୁଭବ କରନ୍ତୁ। ଯଦି ସେମାନେ ଏହା କରିବେ, ତେବେ ପରମେଶ୍ୱର ସେମାନଙ୍କୁ କ୍ଷମା କରିଦେବେ। ତୁମ୍ଭେମାନେ ଯିରୁଶାଲମରୁ ଆରମ୍ଭ କରିବ ଓ ମୋ’ ନାମରେ ଏଗୁଡ଼ିକ ପ୍ରଗ୍ଭର କରିବ। ଏହି ସୁସମାଗ୍ଭର ଏ ପୃଥିବୀରେ ନିଶ୍ଚୟ ସମସ୍ତଙ୍କୁ ଶୁଣେଇ ଦିଆଯିବ।