ଲୂକ ଲିଖିତ ସୁସମାଚାର 2:13 - ପବିତ୍ର ବାଇବଲ13 ସେହି ସମୟରେ ସ୍ୱର୍ଗରୁ ବହୁସଂଖ୍ୟାରେ ସ୍ୱର୍ଗଦୂତମାନେ ଆସି ସେହି ସ୍ୱର୍ଗଦୂତଙ୍କ ସହିତ ଯୋଗ ଦେଲେ। ସମସ୍ତ ସ୍ୱର୍ଗଦୂତ ଏହିପରି ପରମେଶ୍ୱରଙ୍କ ସ୍ତୁତି କରୁଥିଲେ: Gade chapit laପବିତ୍ର ବାଇବଲ (Re-edited) - (BSI)13 ପୁଣି, ଅକସ୍ମାତ୍ ସେହି ଦୂତଙ୍କ ସାଙ୍ଗରେ ସ୍ଵର୍ଗୀୟ ବାହିନୀର ଗୋଟିଏ ବୃହତ୍ ଦଳ ଉପସ୍ଥିତ ହୋଇ ଈଶ୍ଵରଙ୍କ ସ୍ତବଗାନ କରୁ କରୁ କହିଲେ, Gade chapit laଓଡିଆ ବାଇବେଲ13 ପୁଣି, ହଠାତ୍ ସେହି ଦୂତଙ୍କ ସାଙ୍ଗରେ ସ୍ୱର୍ଗୀୟ ବାହିନୀର ଗୋଟିଏ ବୃହତ ଦଳ ଉପସ୍ଥିତ ହୋଇ ଈଶ୍ୱରଙ୍କ ପ୍ରଶଂସା କରୁ କରୁ କହିଲେ, Gade chapit laପବିତ୍ର ବାଇବଲ (CL) NT (BSI)13 ହଠାତ୍ ସ୍ୱର୍ଗର ଅସଂଖ୍ୟ ଦୂତବାହିନୀ ସେହି ଦୂତଙ୍କ ସହିତ ଆବିର୍ଭୂତ ହୋଇ ଈଶ୍ୱରଙ୍କ ପ୍ରଶଂସା କରି ଗାୟନ କଲେ: Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ହଠାତ୍ ସେହି ଦୂତଙ୍କ ସାଙ୍ଗରେ ସ୍ୱର୍ଗୀୟ ବାହିନୀର ଗୋଟିଏ ବୃହତ ଦଳ ଉପସ୍ଥିତ ହୋଇ ଈଶ୍ବରଙ୍କ ପ୍ରଶଂସା କରୁ କରୁ କହିଲେ, Gade chapit la |
ସେହି ଭବିଷ୍ୟଦ୍ବକ୍ତାମାନଙ୍କ ସେବାକାର୍ଯ୍ୟ ସେମାନଙ୍କ ନିଜ ପାଇଁ ନୁହେଁ ବୋଲି ସେମାନଙ୍କୁ ଦେଖାଇ ଦିଆ ହେଲା। ଭବିଷ୍ୟଦ୍ବକ୍ତାମାନେ ତୁମ୍ଭର ସେବା କରୁଥିଲେ। ସେମାନେ ସେବା କଲାବେଳେ ଯାହା କହିଥିଲେ ତୁମ୍ଭେ ତାହା ଶୁଣିଛ। ଯେଉଁ ଲୋକମାନେ ତୁମ୍ଭକୁ ସେହି ସୁସମାଗ୍ଭର କହିଲେ, ସେମାନେ ହିଁ ତାହା କହିଥିଲେ। ସ୍ୱର୍ଗରୁ ପଠାଯାଇଥିବା ପବିତ୍ରଆତ୍ମା ସାହାଯ୍ୟରେ ସେମାନେ କହିଥିଲେ। ଯେଉଁ କଥାଗୁଡ଼ିକ ତୁମ୍ଭକୁ କୁହାଯାଇଛି, ସେଗୁଡ଼ିକୁ ସ୍ୱର୍ଗଦୂତମାନେ ମଧ୍ୟ ଜାଣିବା ପାଇଁ ବହୁତ ଆଗ୍ରହୀ।
ଏଥିରେ ସନ୍ଦେହ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ୟ ଏହା ଯେ, ଖ୍ରୀଷ୍ଟ ମଣିଷ ଶରୀରରେ ଆମ୍ଭକୁ ଦେଖା ଦେଲେ; ପବିତ୍ରଆତ୍ମା ତାହାଙ୍କୁ ଧାର୍ମିକ ବୋଲି ପ୍ରମାଣିତ କଲେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ସେ ଦେଖାଗଲେ; ତାହାଙ୍କ ବିଷୟରେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପ୍ରଗ୍ଭରିତ ହେଲା; ସଂସାରରେ ଲୋକେ ତାହାଙ୍କୁ ବିଶ୍ୱାସ କଲେ; ସେ ସ୍ୱର୍ଗକୁ ମହିମାମୟ ହୋଇ ନିଆଗଲେ।