ଲୂକ ଲିଖିତ ସୁସମାଚାର 2:14 - ପବିତ୍ର ବାଇବଲ14 “ସ୍ୱର୍ଗରେ ରହୁଥିବା ପରମେଶ୍ୱରଙ୍କ ଜୟ ହେଉ, ଏବଂ ଏ ପୃଥିବୀରେ ଯେଉଁ ଲୋକମାନଙ୍କ ଉପରେ ପରମେଶ୍ୱର ପ୍ରସନ୍ନ ଅଛନ୍ତି, ସେ ସମସ୍ତଙ୍କୁ ଶାନ୍ତି ମିଳୁ।” Gade chapit laପବିତ୍ର ବାଇବଲ (Re-edited) - (BSI)14 ଊର୍ଦ୍ଧ୍ଵଲୋକରେ ଈଶ୍ଵରଙ୍କ ମହିମା, ପୁଣି ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି। Gade chapit laଓଡିଆ ବାଇବେଲ14 ଊର୍ଦ୍ଧ୍ୱଲୋକରେ ଈଶ୍ୱରଙ୍କ ମହିମା, ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)14 “ସର୍ବୋଚ୍ଚ ସ୍ୱର୍ଗରେ ଈଶ୍ୱରଙ୍କ ମହିମା; ପୃଥିବୀରେ ଯେଉଁମାନେ ତାଙ୍କର ପ୍ରୀତିଭାଜନ, ସେମାନଙ୍କ ମନରେ ଶାନ୍ତି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 “ଊର୍ଦ୍ଧ୍ୱଲୋକରେ ଈଶ୍ବରଙ୍କ ମହିମା, ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି।” Gade chapit la |
ତୁମ୍ଭମାନଙ୍କ ପାଇଁ ପ୍ରତ୍ୟେକ ଉତ୍ତମ କାର୍ଯ୍ୟ କରିବାକୁ ଓ ପ୍ରତ୍ୟେକ ଉତ୍ତମ କଥା କହିବା ପାଇଁ ସକ୍ଷମ ହେବ। ସେଥିପାଇଁ ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ ଓ ଆମ୍ଭର ପରମପିତା ଓ ପରମେଶ୍ୱର ତୁମ୍ଭମାନଙ୍କୁ ଉତ୍ସାହ ଓ ଶକ୍ତି ପ୍ରଦାନ କରନ୍ତୁ ଓ ସାନ୍ତ୍ୱନା ଦିଅନ୍ତୁ, ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ। ପରମେଶ୍ୱର ଆମ୍ଭକୁ ପ୍ରେମ କରନ୍ତି। ନିଜ ଅନୁଗ୍ରହ ମାଧ୍ୟମରେ ସେ ଆମ୍ଭକୁ ଅନନ୍ତକାଳସ୍ଥାୟୀ ଉତ୍ସାହ ଓ ଉତ୍ତମ ଭରସା ଦେଇଛନ୍ତି।