Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 2:28 - ପବିତ୍ର ବାଇବଲ

28 ଶିମିୟୋନ ଶିଶୁ ଯୀଶୁଙ୍କୁ କୋଳକୁ ନେଇ ପରମେଶ୍ୱରଙ୍କ ସ୍ତୁତିଗାନ କରି କହିଲେ:

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ସେତେବେଳେ ସେ ତାହାଙ୍କୁ କୋଳରେ ଘେନି ଈଶ୍ଵରଙ୍କ ସ୍ତବ କରି କହିଲେ,

Gade chapit la Kopi

ଓଡିଆ ବାଇବେଲ

28 ସେତେବେଳେ ସେ ତାହାଙ୍କୁ କୋଳରେ ଘେନି ଈଶ୍ୱରଙ୍କ ପ୍ରଶଂସା କରି କହିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

28 ଶିମିୟୋନ୍ ଶିଶୁଙ୍କୁ କୋଳ କରି ଈଶ୍ୱରଙ୍କୁ ଧନ୍ୟବାଦ ଦେଇ କହିଲେ:

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ସେତେବେଳେ ସେ ତାହାଙ୍କୁ କୋଳରେ ଘେନି ଈଶ୍ବରଙ୍କ ପ୍ରଶଂସା କରି କହିଲେ,

Gade chapit la Kopi




ଲୂକ ଲିଖିତ ସୁସମାଚାର 2:28
13 Referans Kwoze  

ସବୁ ଲୋକ ଆଶ୍ଚର୍ଯ୍ୟ ହୋଇଗଲେ। ତା'ପରେ ତ‌ତ୍‌କ୍ଷଣାତ୍ ଜିଖରିୟଙ୍କ ପାଟି ଖୋଲିଗଲା। ସେ କଥାବାର୍ତ୍ତା କରି ପାରିଲେ। ସେ ପରମେଶ୍ୱରଙ୍କର ସ୍ତୁତି କରିବାରେ ଲାଗିଲେ।


ମେଷପାଳକମାନେ ନିଜ ମେଷମାନଙ୍କ ନିକଟକୁ ଫେରିଗଲେ ଏବଂ ଯାହାସବୁ ଶୁଣିଥିଲେ ଓ ଦେଖିଥିଲେ, ସେଥିପାଇଁ ପରମେଶ୍ୱରଙ୍କୁ ଗୌରବ ଦେଲେ ଓ ପ୍ରଶଂସା ଗାନ କଲେ। ସ୍ୱର୍ଗଦୂତମାନେ ଯେପରି କହିଥିଲେ, ସେମାନେ ପ୍ରତ୍ୟେକ ଜିନିଷକୁ ସେହିପରି ଦେଖିଲେ।


“ଇସ୍ରାଏଲର ପ୍ରଭୁ ପରମେଶ୍ୱରଙ୍କର ସ୍ତୁତି ଗାନ କର। ସେ ନିଜ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ଆସିଛନ୍ତି ଏବଂ ସେମାନଙ୍କୁ ସ୍ୱାଧୀନତା ଦେଇଛନ୍ତି।


ତା'ପରେ ମରିୟମ କହିଲେ, “ମୋର ଆତ୍ମା ପ୍ରଭୁଙ୍କର ସ୍ତୁତି କରୁଛି।


ତା'ପରେ ଯୀଶୁ ପିଲାମାନଙ୍କୁ କୋଳକୁ ଉଠେଇ ନେଲେ। ସେ ସେମାନଙ୍କ ଉପରେ ହାତ ରଖି ଆଶୀର୍ବାଦ କଲେ।


ତା'ପରେ ଯୀଶୁ ଗୋଟିଏ ଛୋଟ ପିଲାକୁ ନେଇ ସେମାନଙ୍କ ଆଗରେ ଠିଆ କରାଇଲେ। ସେହି ପିଲାକୁ କୋଳରେ ନେଇ ସେ କହିଲେ,


ହେ ଧାର୍ମିକଗଣ, ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦରେ ଉଲ୍ଲସିତ ହୁଅ। ହେ ସରଳାନ୍ତଃକରଣର ବ୍ୟକ୍ତିମାନେ ଆନନ୍ଦିତ ହୁଅ।


ଇସ୍ରାଏଲର ଲୋକମାନେ ଏ କଥା ଶୁଣି ସନ୍ତୁଷ୍ଟ ହେଲେ। ସେମାନେ ବହୁତ ଖୁସୀ ହେଲେ ଏବଂ ସଦାପ୍ରଭୁଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଲେ। ସେମାନେ ପୁନର୍ବାର ନିଷ୍ପତ୍ତି ନେଲେ, ରୁବେନ୍, ଗାଦ୍ ଓ ମନଃଶିର ବଂଶ ବିରୁଦ୍ଧରେ ଯୁଦ୍ଧ ନ କରିବା ପାଇଁ। ଏବଂ ସେ ସ୍ଥାନକୁ ଧ୍ୱଂସ ନ କରିବା ପାଇଁ ଯେଉଁଠାରେ ରୁବେନ୍, ଗାଦ୍ ଓ ମନଃଶିର ବଂଶର ଲୋକମାନେ ବାସ କରୁଛନ୍ତି।


ଆତ୍ମା ଶିମିୟୋନଙ୍କୁ ମନ୍ଦିରକୁ କଢ଼େଇ ଆଣିଲେ। ଯିହୂଦୀମାନଙ୍କ ବ୍ୟବସ୍ଥା ଅନୁସାରେ କାର୍ଯ୍ୟ କରିବା ପାଇଁ ଯୋଷେଫ ମରିୟମ ଶିଶୁ ଯୀଶୁଙ୍କୁ ସଙ୍ଗରେ ନେଇ ମନ୍ଦିରକୁ ଗଲେ।


“ପ୍ରଭୁ, ଏବେ ତୁମ୍ଭେ କହିବା ଅନୁସାରେ ତୁମ୍ଭର ଏହି ଦାସକୁ ଶାନ୍ତିରେ ମରିବାକୁ ଦିଅ।


Swiv nou:

Piblisite


Piblisite