ଲୂକ ଲିଖିତ ସୁସମାଚାର 2:32 - ପବିତ୍ର ବାଇବଲ32 ସେ ଅଣଯିହୂଦୀମାନଙ୍କୁ ତୁମ୍ଭରି ପଥ ଦେଖାଇବା ପାଇଁ ଆଲୋକ ଅଟନ୍ତି ଓ ସେ ତୁମ୍ଭର ଲୋକମାନଙ୍କ ପାଇଁ ଗୌରବ ଆଣିବେ।” Gade chapit laପବିତ୍ର ବାଇବଲ (Re-edited) - (BSI)32 ବିଜାତିମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଜ୍ୟୋତିଃ, ପୁଣି ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ଵରୂପ କରିଅଛ। Gade chapit laଓଡିଆ ବାଇବେଲ32 ଅଣଯିହୂଦୀମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଆଲୋକ, ପୁଣି, ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ୱରୁପ କରିଅଛ । Gade chapit laପବିତ୍ର ବାଇବଲ (CL) NT (BSI)32 ଏକ ଜ୍ୟୋତି ପ୍ରଦାନ କରିଛ ଅଣଇହୁଦୀମାନଙ୍କ ନିକଟରେ ତୁମ ଇଚ୍ଛା ପ୍ରକାଶ କରିବା ପାଇଁ ଏବଂ ତୁମର ଇଶ୍ରାୟେଲୀୟ ଲୋକମାନଙ୍କୁ ଗୌରବାନ୍ୱିତ କରିବା ପାଇଁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଅଣଯିହୁଦୀମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଆଲୋକ, ପୁଣି, ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ୱରୂପ କରିଅଛ।” Gade chapit la |