ଲୂକ ଲିଖିତ ସୁସମାଚାର 2:35 - ପବିତ୍ର ବାଇବଲ35 ଲୋକମାନଙ୍କ ମନ ଭିତରେ ଥିବା ଗୋପନକଥା ପ୍ରକାଶିତ ହେବ। ସେହି ଘଟଣା ସବୁ ତୁମ୍ଭର ହୃଦୟକୁ ଦୁଃଖ ଆଣିବ।” Gade chapit laପବିତ୍ର ବାଇବଲ (Re-edited) - (BSI)35 ସେଥିପାଇଁ ଏହି ଶିଶୁ ଇସ୍ରାଏଲ ମଧ୍ୟରେ ଅନେକଙ୍କ ପତନ ଓ ଉତ୍ଥାନ ନିମନ୍ତେ ଏବଂ ଯାହା ବିରୁଦ୍ଧରେ କଥା କୁହାଯିବ, ଏପରି ଚିହ୍ନ ହେବା ନିମନ୍ତେ ନିରୂପିତ, ପୁଣି ତୁମ୍ଭ ନିଜ ପ୍ରାଣକୁ ମଧ୍ୟ ଖଡ଼୍ଗ ବିଦ୍ଧ କରିବ। Gade chapit laଓଡିଆ ବାଇବେଲ35 ସେଥିପାଇଁ ଏହି ଶିଶୁ ଇସ୍ରାଏଲ ମଧ୍ୟରେ ଅନେକଙ୍କ ପତନ ଓ ଉତ୍ଥାନ ନିମନ୍ତେ ଏବଂ ଯାହା ବିରୁଦ୍ଧରେ କଥା କୁହାଯିବ, ଏପରି ଚିହ୍ନ ହେବା ନିମନ୍ତେ ନିରୂପିତ, ପୁଣି, ତୁମ୍ଭ ନିଜ ପ୍ରାଣକୁ ମଧ୍ୟ ଖଡ଼୍ଗ ବିଦ୍ଧ କରିବ । Gade chapit laପବିତ୍ର ବାଇବଲ (CL) NT (BSI)35 ଅନେକେ ତାଙ୍କୁ ବିରୋଧ କରି ନିଜ ହୃଦୟର ଗୁପ୍ତ ଚିନ୍ତା ସବୁ ପ୍ରକାଶ କରିବେ। ଦୁଃଖରୂପ ଏକ ତୀକ୍ଷ୍ଣ ଖଡ୍ଗ ତୁମ ନିଜ ହୃଦୟକୁ ବିଦୀର୍ଣ୍ଣ କରିବ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ସେଥିପାଇଁ ଏହି ଶିଶୁ ଇସ୍ରାଏଲ ମଧ୍ୟରେ ଅନେକଙ୍କ ପତନ ଓ ଉତ୍ଥାନ ନିମନ୍ତେ ଏବଂ ଯାହା ବିରୁଦ୍ଧରେ କଥା କୁହାଯିବ, ଏପରି ଚିହ୍ନ ହେବା ନିମନ୍ତେ ନିରୂପିତ, ପୁଣି, ତୁମ୍ଭ ନିଜ ପ୍ରାଣକୁ ମଧ୍ୟ ଖଡ୍ଗ ବିଦ୍ଧ କରିବ। Gade chapit la |