Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 2:45 - ପବିତ୍ର ବାଇବଲ

45 କିନ୍ତୁ ସେମାନେ ଯୀଶୁଙ୍କୁ ପାଇଲେ ନାହିଁ। ତେଣୁ ସେମାନେ ଯୀଶୁଙ୍କୁ ଖୋଜି ଖୋଜି ଯିରୁଶାଲମ ଫେରି ଆସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

45 ଆଉ ତାହାଙ୍କୁ ନ ପାଇ ଖୋଜୁ ଖୋଜୁ ଯିରୂଶାଲମକୁ ଲେଉଟିଗଲେ।

Gade chapit la Kopi

ଓଡିଆ ବାଇବେଲ

45 ଆଉ ତାହାଙ୍କୁ ନ ପାଇ ଖୋଜୁ ଖୋଜୁ ଯିରୂଶାଲମକୁ ଫେରିଗଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

45 କିନ୍ତୁ ତାଙ୍କୁ ନ ପାଇ ସେମାନେ ଖୋଜି ଖୋଜି ଯିରୂଶାଲମକୁ ଆସିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ଆଉ ତାହାଙ୍କୁ ନ ପାଇ ଖୋଜୁ ଖୋଜୁ ଯିରୂଶାଲମ ସହରକୁ ଫେରିଗଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 2:45
2 Referans Kwoze  

ଦଳ ଭିତରେ ପୁଅ ଅଛି ଭାବି ଯୋଷେଫ ଓ ମରିୟମ ପୁରା ଦିନେ ଯାତ୍ରା କରିସାରିଥିଲେ। ତା'ପରେ ସେମାନେ ନିଜ ପରିବାର ଲୋକ ଓ ଅନ୍ତରଙ୍ଗ ବନ୍ଧୁଙ୍କ ଭିତରେ ଯୀଶୁଙ୍କୁ ଖୋଜିଲେ।


ତିନି ଦିନ ପରେ ସେମାନେ ଯୀଶୁଙ୍କୁ ପାଇଲେ। ଯୀଶୁ ମନ୍ଦିର ଭିତରେ ଧର୍ମଗୁରୁମାନଙ୍କ ସହିତ ବସିଥିଲେ। ସେ ସେମାନଙ୍କ କଥା ଶୁଣୁଥିଲେ ଓ ସେମାନଙ୍କୁ ପ୍ରଶ୍ନ ସବୁ ପଗ୍ଭରୁଥିଲେ।


Swiv nou:

Piblisite


Piblisite