ଲୂକ ଲିଖିତ ସୁସମାଚାର 2:5 - ପବିତ୍ର ବାଇବଲ5 ଯୋଷେଫ ମରିୟମଙ୍କ ସହିତ ନାମ ପଞ୍ଜୀକରଣ କଲେ, କାରଣ ମରିୟମଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହୋଇ ସାରିଥିଲା। ମରିୟମ ସେତେବେଳେ ଗର୍ଭବତୀ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ତାଙ୍କ ସହିତ ମରୀୟମଙ୍କ ବିବାହ ନିର୍ବନ୍ଧ ହୋଇଥିଲା ଓ ସେ ଗର୍ଭବତୀ ଥିଲେ। Gade chapit laଓଡିଆ ବାଇବେଲ5 ତାହାଙ୍କ ସହିତ ମରିୟମଙ୍କ ବିବାହ ନିର୍ବନ୍ଧ ହୋଇଥିଲା ଓ ସେ ଗର୍ଭବତୀ ଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)5 ସେ ତାଙ୍କର ବାଗ୍ଦତ୍ତା ମରିୟମଙ୍କ ସହିତ ନାମ ଲେଖାଇବା ପାଇଁ ଗଲେ। ମରିୟମ ଗର୍ଭବତୀ ଥିଲେ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତାହାଙ୍କ ସହିତ ମରୀୟମଙ୍କ ବିବାହ ନିର୍ବନ୍ଧ ହୋଇଥିଲା ଓ ସେ ଗର୍ଭବତୀ ଥିଲେ। Gade chapit la |