Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 2:50 - ପବିତ୍ର ବାଇବଲ

50 କିନ୍ତୁ ସେମାନେ ଯୀଶୁଙ୍କର କଥାର ଅର୍ଥ କିଛି ବୁଝି ପାରିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

50 କିନ୍ତୁ ସେ ସେମାନଙ୍କୁ ଯେଉଁ କଥା କହିଲେ, ତାହା ସେମାନେ ବୁଝିଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

50 କିନ୍ତୁ ସେ ସେମାନଙ୍କୁ ଯେଉଁ କଥା କହିଲେ, ତାହା ସେମାନେ ବୁଝିଲେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

50 କିନ୍ତୁ ସେମାନେ ତାଙ୍କ ଉତ୍ତରର ଅର୍ଥ ବୁଝି ପାରିଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

50 କିନ୍ତୁ ସେ ସେମାନଙ୍କୁ ଯେଉଁ କଥା କହିଲେ, ତାହା ସେମାନେ ବୁଝିଲେ ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 2:50
3 Referans Kwoze  

ପ୍ରେରିତମାନେ ଏ କଥା ବୁଝିବାକୁ ଚେଷ୍ଟା କଲେ। ମାତ୍ର ସେମାନେ ବୁଝି ପାରିଲେ ନାହିଁ। ଏ କଥାର ଅର୍ଥ ସେମାନଙ୍କ ପାଖରେ ଗୁପ୍ତ ରହିଲା।


କିନ୍ତୁ ଶିଷ୍ୟମାନେ ଯୀଶୁଙ୍କ ଏ କଥାର କିଛି ଅର୍ଥ ବୁଝି ପାରିଲେ ନାହିଁ। ଏହାର ଅର୍ଥ ସେମାନଙ୍କ ପ୍ରତି ଲୁକାୟିତ ଥିଲା। ତେଣୁ ସେମାନେ କିଛି ଏହାକୁ ବୁଝି ପାରିଲେ ନାହିଁ କିନ୍ତୁ ସେମାନେ ଯୀଶୁଙ୍କୁ ଏ ବିଷୟରେ ପଗ୍ଭରିବାକୁ ସାହସ କଲେ ନାହିଁ।


ଯୀଶୁଙ୍କ ଏହି କଥା କହିବାର ଅର୍ଥ ଶିଷ୍ୟମାନେ ବୁଝି ପାରିଲେ ନାହିଁ। ସେମାନେ ତାହାଙ୍କୁ ଏହାର ଅର୍ଥ ପଗ୍ଭରି ବୁଝିବାକୁ ଭୟ କଲେ।


Swiv nou:

Piblisite


Piblisite