Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 2:8 - ପବିତ୍ର ବାଇବଲ

8 ସେହି ରାତିରେ କେତେକ ମେଷପାଳକ ସେମାନଙ୍କର ମେଣ୍ଢାଗୁଡ଼ିକୁ ରାତିସାରା ପଦାରେ ଜଗି ରହିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ପଲ ଜଗୁଥିଲେ।

Gade chapit la Kopi

ଓଡିଆ ବାଇବେଲ

8 ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ମେଷପଲ ଜଗୁଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଦେଶର ସେହି ଅଞ୍ଚଳରେ କେତେକ ମେଷପାଳକ ମେଷ ଜଗିବା ପାଇଁ ପ୍ରାନ୍ତରରେ ରାତ୍ରିକ୍ଷେପଣ କରୁଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ମେଷପଲ ଜଗୁଥିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 2:8
8 Referans Kwoze  

“ମୁଁ ଜୀବିତ ଥିବା ପ୍ରମାଣେ, କାରଣ ମୋର ପଲଟି ଲୁଣ୍ଠିତ ହେଲା ଏବଂ ମେଷପାଳକର ଅନୁପସ୍ଥିତିରେ ବନ୍ୟ ଜନ୍ତୁର ଶିକାର ହେଲେ ଏବଂ ମୋର ମେଷପାଳକଗଣ ମୋର ମେଷଗୁଡ଼ିକ ଦେଖିଲେ ନାହିଁ, କେବଳ ସେମାନଙ୍କର ନିଜର ଯତ୍ନ ନେଲେ ଏବଂ ମୋର ମେଷମାନଙ୍କର ଯତ୍ନ ନେଲେ ନାହିଁ।”


ସେ ତାହାଙ୍କର ପ୍ରଥମଜାତ ପୁତ୍ର ସନ୍ତାନକୁ ଜନ୍ମ ଦେଲେ। ସେମାନେ ରହିବାକୁ ଚଟିଘରେ ଆଉ ଜାଗା ନ ଥିଲା। ତେଣୁ ମରିୟମ ଶିଶୁଟିକୁ ଲୁଗାପଟାରେ ଗୁଡ଼ାଇ ଗୁହାଳରେ ଗୋରୁ କୁଣ୍ଡରେ ରଖିଦେଲେ।


ପ୍ରଭୁଙ୍କର ଜଣେ ଦୂତ ମେଷପାଳକମାନଙ୍କ ସମ୍ମୁଖରେ ଠିଆ ହେଲେ। ପ୍ରଭୁଙ୍କର ଗୌରବର ଜ୍ୟୋତିଃ ସେମାନଙ୍କର ଚତୁର୍ଦ୍ଦିଗରେ ଝଲକି ଉଠିଲା।


Swiv nou:

Piblisite


Piblisite