ଲୂକ ଲିଖିତ ସୁସମାଚାର 2:9 - ପବିତ୍ର ବାଇବଲ9 ପ୍ରଭୁଙ୍କର ଜଣେ ଦୂତ ମେଷପାଳକମାନଙ୍କ ସମ୍ମୁଖରେ ଠିଆ ହେଲେ। ପ୍ରଭୁଙ୍କର ଗୌରବର ଜ୍ୟୋତିଃ ସେମାନଙ୍କର ଚତୁର୍ଦ୍ଦିଗରେ ଝଲକି ଉଠିଲା। Gade chapit laପବିତ୍ର ବାଇବଲ (Re-edited) - (BSI)9 ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି ପ୍ରଭୁଙ୍କର ଗୌରବର ଜ୍ୟୋତିଃ ସେମାନଙ୍କ ଚତୁର୍ଦ୍ଦିଗରେ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ। Gade chapit laଓଡିଆ ବାଇବେଲ9 ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି, ପ୍ରଭୁଙ୍କର ଗୌରବର ଆଲୋକ ସେମାନଙ୍କ ଚାରିଅାଡ଼େ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ । Gade chapit laପବିତ୍ର ବାଇବଲ (CL) NT (BSI)9 ସେତେବେଳେ ପ୍ରଭୁଙ୍କର ଜଣେ ସ୍ୱର୍ଗଦୂତ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କ ଉପରେ ପ୍ରଭୁ୍ଙ୍କ ମହିମା ପ୍ରକାଶିତ ହେଲା। ସେମାନେ ଅତିଶୟ ଭୟଭୀତ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି, ପ୍ରଭୁଙ୍କର ଗୌରବର ଆଲୋକ ସେମାନଙ୍କ ଚାରିଅାଡ଼େ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ। Gade chapit la |
ଏଥିରେ ସନ୍ଦେହ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ୟ ଏହା ଯେ, ଖ୍ରୀଷ୍ଟ ମଣିଷ ଶରୀରରେ ଆମ୍ଭକୁ ଦେଖା ଦେଲେ; ପବିତ୍ରଆତ୍ମା ତାହାଙ୍କୁ ଧାର୍ମିକ ବୋଲି ପ୍ରମାଣିତ କଲେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ସେ ଦେଖାଗଲେ; ତାହାଙ୍କ ବିଷୟରେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପ୍ରଗ୍ଭରିତ ହେଲା; ସଂସାରରେ ଲୋକେ ତାହାଙ୍କୁ ବିଶ୍ୱାସ କଲେ; ସେ ସ୍ୱର୍ଗକୁ ମହିମାମୟ ହୋଇ ନିଆଗଲେ।