ଲୂକ ଲିଖିତ ସୁସମାଚାର 20:12 - ପବିତ୍ର ବାଇବଲ12 ତେଣୁ ଜମିମାଲିକ ପୁଣି ଆଉ ଜଣେ ଗ୍ଭକରକୁ ପଠାଇଲା। କୃଷକମାନେ ତାକୁ ଭୟଙ୍କର ଭାବରେ କ୍ଷତବିକ୍ଷତ କରି ବାହାରକୁ ଫିଙ୍ଗି ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ପରେ ସେ ତୃତୀୟ ଜଣକୁ ମଧ୍ୟ ପଠାଇଲେ; କିନ୍ତୁ ସେମାନେ ତାହାକୁ ସୁଦ୍ଧା କ୍ଷତବିକ୍ଷତ କରି ବାହାରେ ଫୋପାଡ଼ି ଦେଲେ। Gade chapit laଓଡିଆ ବାଇବେଲ12 ପରେ ସେ ତୃତୀୟ ଜଣକୁ ମଧ୍ୟ ପଠାଇଲେ; କିନ୍ତୁ ସେମାନେ ତାହାକୁ ସୁଦ୍ଧା କ୍ଷତବିକ୍ଷତ କରି ବାହାରେ ଫୋପାଡ଼ିଦେଲେ । Gade chapit laପବିତ୍ର ବାଇବଲ (CL) NT (BSI)12 କିଛି ଦିନ ପରେ ସେ ତୃତୀୟ ଦାସକୁ ପଠାଇଲେ। ସେମାନେ ତାକୁ ମଧ୍ୟ କ୍ଷତବିକ୍ଷତ କରି ବାହାରେ ପକାଇଦେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପରେ ସେ ତୃତୀୟ ଜଣକୁ ମଧ୍ୟ ପଠାଇଲେ; କିନ୍ତୁ ସେମାନେ ତାହାକୁ ସୁଦ୍ଧା କ୍ଷତବିକ୍ଷତ କରି ବାହାରେ ଫୋପାଡ଼ିଦେଲେ। Gade chapit la |