ଲୂକ ଲିଖିତ ସୁସମାଚାର 20:23 - ପବିତ୍ର ବାଇବଲ23 କିନ୍ତୁ ଯୀଶୁ ଜାଣିଥିଲେ ଯେ ଏହି ଲୋକମାନେ ତାହାଙ୍କୁ ଫାନ୍ଦରେ ପକାଇବାକୁ ଗ୍ଭହୁଁଛନ୍ତି। ତେଣୁ ଯୀଶୁ ସେମାନଙ୍କୁ କହିଲେ, Gade chapit laପବିତ୍ର ବାଇବଲ (Re-edited) - (BSI)23 କିନ୍ତୁ ସେ ସେମାନଙ୍କ ଧୂର୍ତ୍ତତା ବୁଝି ସେମାନଙ୍କୁ କହିଲେ, ମୋତେ ଗୋଟିଏ ଅଧୁଲି ଦେଖାଅ। Gade chapit laଓଡିଆ ବାଇବେଲ23 କିନ୍ତୁ ଯୀଶୁ ସେମାନଙ୍କ ଚତୁରତା ବୁଝି ସେମାନଙ୍କୁ କହିଲେ, ମୋତେ ଗୋଟିଏ ଅଧୁଲି (ମୁଦ୍ରା) ଦେଖାଅ । Gade chapit laପବିତ୍ର ବାଇବଲ (CL) NT (BSI)23 କିନ୍ତୁ ଯୀଶୁ ସେମାନଙ୍କର ଧୂର୍ତ୍ତତା ବୁଝିପାରି କହିଲେ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 କିନ୍ତୁ ଯୀଶୁ ସେମାନଙ୍କ ଚତୁରତା ବୁଝି ସେମାନଙ୍କୁ କହିଲେ, “ମୋତେ ଗୋଟିଏ ମୁଦ୍ରା ଦେଖାଅ। Gade chapit la |
ତେଣୁ ଧର୍ମଶାସ୍ତ୍ରୀ ଏବଂ ଯାଜକମାନେ ଯୀଶୁଙ୍କୁ ଫାନ୍ଦରେ ପକାଇବା ପାଇଁ ଉପଯୁକ୍ତ ସମୟ ଅପେକ୍ଷାରେ ରହିଲେ। ସେମାନେ ଯୀଶୁଙ୍କ ପାଖକୁ କେତେକ ଗୁପ୍ତଚର ପଠାଇଲେ। ସେମାନେ ଏହି ଲୋକମାନଙ୍କୁ ଭଲ ଲୋକ ଭଳି ଛଳନା କରିବା ପାଇଁ କହିଥିଲେ। ସେମାନେ ଯୀଶୁଙ୍କ କହୁଥିବା କଥାରେ କିଛି ଭୁଲ୍ ବିଷୟ ଖୋଜି ବାହାର କରିବାକୁ ଗ୍ଭହୁଁଥିଲେ। କାରଣ ଯଦି ସେମାନେ ଯୀଶୁଙ୍କର କିଛି ଭୁଲ୍ ଦେଖି ପାରିବେ, ତେବେ ସେମାନେ ଯୀଶୁଙ୍କ ଉପରେ ଅଧିକାର ଓ କ୍ଷମତା ରହିଥିବା ଶାସନକର୍ତ୍ତାଙ୍କ ହାତରେ ଯୀଶୁଙ୍କୁ ଦେଇଦେବେ।