ଲୂକ ଲିଖିତ ସୁସମାଚାର 20:27 - ପବିତ୍ର ବାଇବଲ27 କେତେକ ସାଦ୍ଦୂକୀ ଯୀଶୁଙ୍କ ପାଖକୁ ଆସିଲେ। ସାଦ୍ଦୂକୀମାନେ ବିଶ୍ୱାସ କରନ୍ତି ଯେ ଲୋକେ ମୃତ୍ୟୁରୁ ପୁଣି ବଞ୍ଚି ଉଠି ପାରିବେ ନାହିଁ। ସେମାନେ ଯୀଶୁଙ୍କୁ ପଗ୍ଭରିଲେ, Gade chapit laପବିତ୍ର ବାଇବଲ (Re-edited) - (BSI)27 ଏଥିଉତ୍ତାରେ ପୁନରୁତ୍ଥାନ ନାସ୍ତି କରୁଥିବା କେତେକ ସାଦ୍ଦୂକୀ ତାହାଙ୍କ ନିକଟକୁ ଆସି ପଚାରିଲେ, Gade chapit laଓଡିଆ ବାଇବେଲ27 ଏହାପରେ ପୁନରୁତ୍ଥାନକୁ ବିଶ୍ୱାସ କରୁ ନ ଥିବା କେତେକ ସାଦ୍ଦୂକୀ ଯୀଶୁଙ୍କ ନିକଟକୁ ଆସି ପଚାରିଲେ, Gade chapit laପବିତ୍ର ବାଇବଲ (CL) NT (BSI)27 ମୃତମାନଙ୍କ ପୁନରୁତ୍ଥାନରେ ବିଶ୍ୱାସ କରୁ ନ ଥିବା କେତେଜଣ ସାଦ୍ଦୁକୀ ଯୀଶୁଙ୍କ ନିକଟକୁ ଆସି କହିଲେ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏହାପରେ ପୁନରୁତ୍ଥାନକୁ ବିଶ୍ୱାସ କରୁ ନ ଥିବା କେତେକ ସାଦ୍ଦୂକୀ ଯୀଶୁଙ୍କ ନିକଟକୁ ଆସି ପଚାରିଲେ, Gade chapit la |