Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 20:39 - ପବିତ୍ର ବାଇବଲ

39 ଧର୍ମଶାସ୍ତ୍ରୀମାନେ କହିଲେ, “ଗୁରୁ, ଆପଣଙ୍କ ଉତ୍ତର ବହୁତ ଭଲ ଥିଲା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

39 ସେଥିରେ ଶାସ୍ତ୍ରୀମାନଙ୍କ ମଧ୍ୟରୁ କେତେକ ଜଣ ଉତ୍ତର ଦେଲେ, ହେ ଗୁରୁ, ଆପଣ ଯଥାର୍ଥ କହିଲେ।

Gade chapit la Kopi

ଓଡିଆ ବାଇବେଲ

39 ସେଥିରେ ଶାସ୍ତ୍ରୀମାନଙ୍କ ମଧ୍ୟରୁ କେତେ ଜଣ ଉତ୍ତର ଦେଲେ, ହେ ଗୁରୁ, ଆପଣ ଠିକ୍ କହିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

39 ଧର୍ମଗୁରୁମାନଙ୍କ ମଧ୍ୟରୁ କେତେକ କହିଲେ, “ଗୁରୁ, ଏହା ଯଥାର୍ଥ ଉତ୍ତର!”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ସେଥିରେ ଶାସ୍ତ୍ରୀମାନଙ୍କ ମଧ୍ୟରୁ କେତେ ଜଣ ଉତ୍ତର ଦେଲେ, ହେ ଗୁରୁ, ଆପଣ ଠିକ୍ କହିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 20:39
5 Referans Kwoze  

ତେଣୁ ଯିହୂଦୀମାନେ ଭୀଷଣ ପାଟିତୁଣ୍ଡ କଲେ। ଫାରୂଶୀ ଦଳର କେତେଜଣ ବ୍ୟବସ୍ଥା ଶିକ୍ଷକ ଠିଆ ହୋଇ ପାଉଲଙ୍କ ସପକ୍ଷରେ ଯୁକ୍ତି କଲେ। ସେମାନେ କହିଲେ, “ଆମ୍ଭେ ଏ ଲୋକର କିଛି ଦୋଷ ଦେଖିବାକୁ ପାଉ ନାହୁଁ। ହୁଏତ କୌଣସି ଆତ୍ମା କି ସ୍ୱର୍ଗଦୂତ ଏ ଲୋକ ସହିତ କଥାବାର୍ତ୍ତା ହୋଇଥିଲେ।”


ଯଦି ପରମେଶ୍ୱର କହିଛନ୍ତି ଯେ, ସେ ସେମାନଙ୍କର ପରମେଶ୍ୱର, ତେବେ ଏ ଲୋକମାନେ ପ୍ରକୃତରେ ମୃତ ନୁହନ୍ତି। ସେ କେବଳ ଜୀବିତ ଲୋକମାନଙ୍କ ପରମେଶ୍ୱର। ଯେଉଁମାନେ ପରମେଶ୍ୱରଙ୍କ ଲୋକ, ସେମାନେ ସମସ୍ତେ ଜୀବିତ ଅଟନ୍ତି।


ଯୀଶୁଙ୍କୁ ଆଉ ଅଧିକ ପ୍ରଶ୍ନ ପଗ୍ଭରିବାକୁ କେହି ସାହସ କଲେ ନାହିଁ।


Swiv nou:

Piblisite


Piblisite