ଲୂକ ଲିଖିତ ସୁସମାଚାର 20:44 - ପବିତ୍ର ବାଇବଲ44 ଦାଉଦ ଖ୍ରୀଷ୍ଟଙ୍କୁ ‘ପ୍ରଭୁ’ କହିଛନ୍ତି। କିନ୍ତୁ ଖ୍ରୀଷ୍ଟ ମଧ୍ୟ ଦାଉଦଙ୍କ ପୁତ୍ର। ଏ ଉଭୟ କଥା କିପରି ସତ୍ୟ ହୋଇ ପାରିବ?” Gade chapit laପବିତ୍ର ବାଇବଲ (Re-edited) - (BSI)44 ଅତଏବ, ଦାଉଦ ତାହାଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ, ସେ କିପ୍ରକାରେ ତାଙ୍କର ସନ୍ତାନ? Gade chapit laଓଡିଆ ବାଇବେଲ44 ଅତଏବ ଦାଉଦ ଯୀଶୁଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ ଯୀଶୁ କିପ୍ରକାରେ ଦାଉଦର ସନ୍ତାନ ? Gade chapit laପବିତ୍ର ବାଇବଲ (CL) NT (BSI)44 ଦାଉଦ ତାଙ୍କୁ ‘ପ୍ରଭୁ’ ବୋଲି ଉଲ୍ଲେଖ କରିଛନ୍ତି; ତା’ହେଲେ ମସୀହ କିପରି ଦାଉଦଙ୍କ ବଂଶଧର ହୋଇପାରନ୍ତି?” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ଅତଏବ ଦାଉଦ ତାହାଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ ସେ କିପ୍ରକାରେ ଦାଉଦର ସନ୍ତାନ?” Gade chapit la |
ଏଥିରେ ସନ୍ଦେହ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ୟ ଏହା ଯେ, ଖ୍ରୀଷ୍ଟ ମଣିଷ ଶରୀରରେ ଆମ୍ଭକୁ ଦେଖା ଦେଲେ; ପବିତ୍ରଆତ୍ମା ତାହାଙ୍କୁ ଧାର୍ମିକ ବୋଲି ପ୍ରମାଣିତ କଲେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ସେ ଦେଖାଗଲେ; ତାହାଙ୍କ ବିଷୟରେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପ୍ରଗ୍ଭରିତ ହେଲା; ସଂସାରରେ ଲୋକେ ତାହାଙ୍କୁ ବିଶ୍ୱାସ କଲେ; ସେ ସ୍ୱର୍ଗକୁ ମହିମାମୟ ହୋଇ ନିଆଗଲେ।