Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 21:14 - ପବିତ୍ର ବାଇବଲ

14 ତୁମ୍ଭେମାନେ ନିଜକୁ ରକ୍ଷା କରିବା ପାଇଁ କ’ଣ କହିବ, ସେଥିପାଇଁ ଆଦୌ ବ୍ୟସ୍ତ ହୁଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଅତଏବ, କଅଣ ଉତ୍ତର ଦେବ, ସେ ବିଷୟରେ ପୂର୍ବରୁ ଚିନ୍ତା ନ କରିବାକୁ ଆପଣା ଆପଣା ମନରେ ସ୍ଥିର କର;

Gade chapit la Kopi

ଓଡିଆ ବାଇବେଲ

14 ଅତଏବ କ'ଣ ଉତ୍ତର ଦେବ, ସେ ବିଷୟରେ ପୂର୍ବରୁ ଚିନ୍ତା ନ କରିବାକୁ ଆପଣା ଆପଣା ମନରେ ସ୍ଥିର କର;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ତୁମ୍ଭେମାନେ କିପରି ସ୍ୱପକ୍ଷ ସମର୍ଥନ କରିବ, ସେଥିଲାଗି ଚିନ୍ତିତ ନ ହେବାକୁ ପୂର୍ବରୁ ମନ ସ୍ଥିର କର;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଅତଏବ କଅଣ ଉତ୍ତର ଦେବ, ସେ ବିଷୟରେ ପୂର୍ବରୁ ଚିନ୍ତା ନ କରିବାକୁ ଆପଣା ଆପଣା ମନରେ ସ୍ଥିର କର;

Gade chapit la Kopi




ଲୂକ ଲିଖିତ ସୁସମାଚାର 21:14
4 Referans Kwoze  

ସେମାନେ ତୁମ୍ଭମାନଙ୍କୁ ବନ୍ଦୀକରି ତୁମ୍ଭମାନଙ୍କୁ ଜେରା କରିବେ। ସେମାନେ ତୁମ୍ଭମାନଙ୍କୁ ବିଗ୍ଭର ପାଇଁ ଯଦି ନିଅନ୍ତି, ତେବେ ତୁମ୍ଭେ ସେଠାରେ କ’ଣ କହିବ, ସେ ବିଷୟରେ ଆଗରୁ କେବେ ହେଲେ ଚିନ୍ତା କର ନାହିଁ। ସେ ସମୟରେ ତୁମ୍ଭକୁ ପରମେଶ୍ୱର ଯାହାକିଛି କହିବା ପାଇଁ ଦେବେ, ତୁମ୍ଭେ ତାହା କହିବ, କାରଣ ସେତେବେଳେ ପ୍ରକୃତରେ ତୁମ୍ଭେ କଥା କହିବ ନାହିଁ ମାତ୍ର ପବିତ୍ରଆତ୍ମା କଥା କହିବେ।


ତେଣୁ ତୁମ୍ଭେ ଯାଅ ମୁଁ ସର୍ବଦା ତୁମ୍ଭ ସହିତ ରହିଅଛି। ମୁଁ ତୁମ୍ଭର ସହବର୍ତ୍ତୀ ହୋଇ ବକ୍ତବ୍ୟର କଥା ତୁମ୍ଭକୁ ଶିଖାଇବି।”


Swiv nou:

Piblisite


Piblisite