ଲୂକ ଲିଖିତ ସୁସମାଚାର 21:15 - ପବିତ୍ର ବାଇବଲ15 ମୁଁ ତୁମ୍ଭକୁ କହିବାକୁ ଜ୍ଞାନ ପ୍ରଦାନ କରିବି। ତୁମ୍ଭେମାନେ ଯାହା କହିବ, ତୁମ୍ଭର କୌଣସି ଶତ୍ରୁ ତା'ର ଉତ୍ତର ଦେଇ ପାରିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)15 କାରଣ ମୁଁ ତୁମ୍ଭମାନଙ୍କୁ ଏପରି ମୁଖ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରି ପାରିବେ ନାହିଁ। Gade chapit laଓଡିଆ ବାଇବେଲ15 କାରଣ ମୁଁ ତୁମ୍ଭମାନଙ୍କୁ ଏପରି ବାକ୍ୟ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରି ପାରିବେ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)15 କାରଣ ମୁଁ ତୁମକୁ ଏପରି ବାକ୍ଶକ୍ତି ଓ ଜ୍ଞାନ ଦେବି ଯେ ତୁମ୍ଭମାନଙ୍କ କଥାକୁ ତୁମ ଶତ୍ରୁମାନେ ମିଥ୍ୟା ପ୍ରମାଣିତ କରି ଖଣ୍ଡନ କରି ପାରିବେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କାରଣ ମୁଁ ତୁମ୍ଭମାନଙ୍କୁ ଏପରି ବାକ୍ୟ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରିପାରିବେ ନାହିଁ। Gade chapit la |