ଲୂକ ଲିଖିତ ସୁସମାଚାର 21:20 - ପବିତ୍ର ବାଇବଲ20 “ତୁମ୍ଭେମାନେ ଯିରୁଶାଲମର ଗ୍ଭରିପଟେ ସୈନ୍ୟବାହିନୀଙ୍କୁ ଘେରି ରହିଥିବାର ଦେଖିବ। ତେବେ ତୁମ୍ଭେମାନେ ଜାଣି ପାରିବ ଯେ ଯିରୁଶାଲମର ଧ୍ୱଂସ ହେବା ସମୟ ଆସି ପହଞ୍ଚି ଗଲାଣି। Gade chapit laପବିତ୍ର ବାଇବଲ (Re-edited) - (BSI)20 କିନ୍ତୁ ତୁମ୍ଭେମାନେ ଯେତେବେଳେ ଯିରୂଶାଲମକୁ ସୈନ୍ୟସାମନ୍ତଙ୍କ ଦ୍ଵାରା ପରିବେଷ୍ଟିତ ଦେଖିବ, ସେତେବେଳେ ତାହା ଉତ୍ସନ୍ନ ହେବା ଯେ ସନ୍ନିକଟ, ଏହା ଜାଣ। Gade chapit laଓଡିଆ ବାଇବେଲ20 କିନ୍ତୁ ତୁମ୍ଭେମାନେ ଯେତେବେଳେ ଯିରୂଶାଲମକୁ ସୈନ୍ୟସାମନ୍ତ ଘେରିଥିବା ଦେଖିବ, ସେତେବେଳେ ତାହା ଧ୍ୱଂସ ହେବା ଯେ ସନ୍ନିକଟ, ଏହା ଜାଣ । Gade chapit laପବିତ୍ର ବାଇବଲ (CL) NT (BSI)20 ଯେତେବେଳେ ତୁମ୍ଭେମାନେ ଯିରୂଶାଲମକୁ ସୈନ୍ୟମାନଙ୍କ ଦ୍ୱାରା ପରିବେଷ୍ଟିତ ହେବା ଦେଖିବ, ସେତେବେଳେ ତୁମ୍ଭେମାନେ ଜାଣିବ ଯେ ତାହା ଶୀଘ୍ର ଧ୍ୱଂସ ପାଇବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 “କିନ୍ତୁ ତୁମ୍ଭେମାନେ ଯେତେବେଳେ ଯିରୂଶାଲମ ସହରକୁ ସୈନ୍ୟସାମନ୍ତ ଘେରିଥିବା ଦେଖିବ, ସେତେବେଳେ ତାହା ଧ୍ୱଂସ ହେବା ଯେ ସନ୍ନିକଟ, ଏହା ଜାଣ। Gade chapit la |
ଆମ୍ଭର ଗ୍ଭରିପଟେ, ବିଶ୍ୱାସଧାରୀ ଆମ୍ଭର ବହୁ ସଂଖ୍ୟକ ଲୋକ ରହିଛନ୍ତି। ବିଶ୍ୱାସ ବିଷୟରେ ସେମାନଙ୍କ ଜୀବନ ଆମ୍ଭକୁ କହିଥାଏ। ତେଣୁ ଆମ୍ଭେ ସେମାନଙ୍କ ଭଳି ହେବା ଉଚିତ୍। ଆମ୍ଭେ ଜୀବନରେ ଆଗକୁ ଯିବା ପାଇଁ ଯାହାକିଛି ବାଧା ଅଛି, ସେଗୁଡ଼ିକୁ ଆମ୍ଭେ ଆଡ଼େଇ ଦେବା ଉଚିତ୍ ଓ ଆମ୍ଭ ସମ୍ମୁଖରେ ଥିବା ଦୌଡ଼ରେ ଦୌଡ଼ିବା ଉଚିତ୍। ପ୍ରଚେଷ୍ଟା ଥିବା ଦରକାର। ଆମ୍ଭକୁ ସହଜରେ ବାନ୍ଧି ରଖୁଥିବା ପାପକୁ ଆମ୍ଭେ ତ୍ୟାଗ କରିବା ଉଚିତ୍।