ଲୂକ ଲିଖିତ ସୁସମାଚାର 21:22 - ପବିତ୍ର ବାଇବଲ22 ପରମେଶ୍ୱର କେତେବେଳେ ତାହାଙ୍କ ଲୋକମାନଙ୍କୁ ଦଣ୍ଡ ଦେବେ, ସେହି ସମୟ ବିଷୟରେ ଭବିଷ୍ୟଦ୍ବକ୍ତାମାନେ ଅନେକ କଥା ଲେଖିଛନ୍ତି। ମୁଁ ତୁମ୍ଭମାନଙ୍କୁ ସେହି ସମୟ ବିଷୟରେ କହୁଛି, ଯେତେବେଳେ ସମସ୍ତ ଘଟଣା ନିଶ୍ଚିତ ରୂପରେ ଘଟିବ। Gade chapit laପବିତ୍ର ବାଇବଲ (Re-edited) - (BSI)22 କାରଣ ଲିଖିତ ବିଷୟସବୁ ସଫଳ ହେବା ନିମନ୍ତେ ତାହା ସମୁଚିତ ଦଣ୍ତର ସମୟ ଅଟେ। Gade chapit laଓଡିଆ ବାଇବେଲ22 କାରଣ ଲିଖିତ ବିଷୟସବୁ ସଫଳ ହେବା ନିମନ୍ତେ ତାହା ସମୁଚିତ ଦଣ୍ଡର ସମୟ ଅଟେ । Gade chapit laପବିତ୍ର ବାଇବଲ (CL) NT (BSI)22 କାରଣ ଧର୍ମଶାସ୍ତ୍ରରେ ସମସ୍ତ ଉକ୍ତି ଯେପରି ସଫଳ ହୁଏ, ସେଥିପାଇଁ ସେହି ଦିନଗୁଡ଼ିକ ‘ଦଣ୍ଡର ଦିନ’ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 କାରଣ ଲିଖିତ ବିଷୟସବୁ ସଫଳ ହେବା ନିମନ୍ତେ ତାହା ସମୁଚିତ ଦଣ୍ଡର ସମୟ ଅଟେ। Gade chapit la |
ଭବିଷ୍ୟଦ୍ବକ୍ତା କହନ୍ତି, “ଇସ୍ରାଏଲ, ଏହି ନୀତିଗୁଡ଼ିକ ଶିକ୍ଷାକର। ଦଣ୍ତ ପାଇବା ସମୟ ଆସିଯାଇଛି। ତୁମ୍ଭେ ଯେଉଁ ମନ୍ଦକାର୍ଯ୍ୟ କରିଥିଲ ତା'ର ଫଳ ପାଇବା ସମୟ ଆସି ଯାଇଛି।” କିନ୍ତୁ ଇସ୍ରାଏଲର ଲୋକେ କହନ୍ତି, “ଭବିଷ୍ୟଦ୍ବକ୍ତା ଜଣେ ନିର୍ବୋଧ। ପରମେଶ୍ୱରଙ୍କ ଆତ୍ମା ସହିତ ଏହି ବ୍ୟକ୍ତି ପାଗଳ।” ଭବିଷ୍ୟଦ୍ବକ୍ତା କହନ୍ତି, “ତୁମ୍ଭେମାନେ ତୁମ୍ଭମାନଙ୍କ ଜଘନ୍ୟ ପାପ ଲାଗି ଦଣ୍ତିତ ହେବ। ତୁମ୍ଭମାନଙ୍କ ଘୃଣା ଭାବ ଯୋଗୁଁ ଦଣ୍ତିତ ହେବ।”