ଲୂକ ଲିଖିତ ସୁସମାଚାର 21:25 - ପବିତ୍ର ବାଇବଲ25 “ସୂର୍ଯ୍ୟ, ଚନ୍ଦ୍ର ଓ ତାରାମାନଙ୍କରେ ସଙ୍କେତ ରୂପକ ଅନେକ ଅଦ୍ଭୂତ ବିଷୟ ଘଟିବ। ପୃଥିବୀରେ ଲୋକମାନେ ନିରାଶ ଅନୁଭବ କରିବ। ସମୁଦ୍ରଗୁଡ଼ିକ ଭୟଙ୍କର ରୂପ ଧାରଣ କରିବ। ଲୋକେ କ’ଣ ପାଇଁ ଏପରି ହେଲା, ଜାଣିବେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)25 ପୁଣି ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ରମାଳାରେ ଲକ୍ଷଣ ଦେଖାଯିବ, ଆଉ ପୃଥିବୀରେ ଜାତିମାନଙ୍କ ମଧ୍ୟରେ କ୍ଳେଶ ଘଟିବ, ସମୁଦ୍ର ଓ ତରଙ୍ଗର ତର୍ଜନଗର୍ଜନ ହେତୁ ସେମାନେ ହତବୁଦ୍ଧି ହେବେ, Gade chapit laଓଡିଆ ବାଇବେଲ25 ପୁଣି, ସୁର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ରମାଳାରେ ଲକ୍ଷଣ ଦେଖାଯିବ, ଆଉ ପୃଥିବୀରେ ଜାତିମାନଙ୍କ ମଧ୍ୟରେ କ୍ଲେଶ ଘଟିବ; ସମୁଦ୍ର ଓ ତରଙ୍ଗର ତର୍ଜନଗର୍ଜନ ହେତୁ ସେମାନେ ଅବାକ୍ ହେବେ, Gade chapit laପବିତ୍ର ବାଇବଲ (CL) NT (BSI)25 “ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ରମାନଙ୍କରେ ଅଦ୍ଭୁତ ଲକ୍ଷଣ ଦେଖାଯିବ। ସବୁ ଦେଶର ଲୋକମାନେ ହତାଶ ହେବେ ଏବଂ ସମୁଦ୍ରର ଗର୍ଜନ ଓ ଭୟଙ୍କର ଜୁଆର ସେମାନଙ୍କୁ ଭୟଭୀତ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 “ପୁଣି, ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ରମାଳାରେ ଲକ୍ଷଣ ଦେଖାଯିବ, ଆଉ ପୃଥିବୀରେ ଜାତିମାନଙ୍କ ମଧ୍ୟରେ କ୍ଲେଶ ଘଟିବ; ସମୁଦ୍ର ଓ ତରଙ୍ଗର ତର୍ଜନଗର୍ଜନ ହେତୁ ସେମାନେ ଅବାକ୍ ହେବେ, Gade chapit la |
ସେହି ଲୋକଟି ଦର୍ଶନରେ କହିଲେ, “ଦାନିୟେଲ, ସେ ସମୟରେ ତୁମ୍ଭ ଲୋକ ଯିହୁଦୀଙ୍କ, ତତ୍ତ୍ୱାବଧାରକ ରୂପେ ମୀଖାୟେଲ ମୁଖ୍ୟ ଅଧିପତିରୂପେ ଠିଆ ହେବେ। ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳ ଆରମ୍ଭରୁ ସେ ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର କାଳ କେବେ ହୋଇ ନାହିଁ। ଆଉ ତୁମ୍ଭ ଯିହୁଦୀୟ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକ ସେ ସମୟରେ ଉଦ୍ଧାର ପାଇବେ।