Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 21:26 - ପବିତ୍ର ବାଇବଲ

26 ସଂସାରକୁ ମାଡ଼ି ଆସୁଥିବା ବିପଦକୁ ଚିନ୍ତା କରି ଲୋକେ ଭୟରେ ମୂର୍ଚ୍ଛିତ ହୋଇଯିବେ। ଆକାଶ ମଣ୍ଡଳର ପ୍ରତ୍ୟେକ ବିଷୟ ବଦଳି ଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ପୁଣି ଜଗତ ଉପରେ ଆସୁଥିବା ଘଟଣା ସବୁକୁ ଅପେକ୍ଷା କରି ଲୋକେ ମୂର୍ଚ୍ଛିତ ହେବେ, କାରଣ ଆକାଶ-ମଣ୍ତଳର ଶକ୍ତିସମୂହ ବିଚଳିତ ହେବେ।

Gade chapit la Kopi

ଓଡିଆ ବାଇବେଲ

26 ପୁଣି, ଜଗତ ଉପରେ ଆସୁଥିବା ଘଟଣା ସବୁକୁ ଅପେକ୍ଷା କରି ଲୋକେ ମୂର୍ଚ୍ଛିତ ହେବେ, କାରଣ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ସମଗ୍ର ପୃଥିବୀ ଉପରେ ଯାହା ଘଟିବାକୁ ଯାଉଛି, ତା’ର ଆଶଙ୍କାରେ ଲୋକମାନେ ଭୟରେ ମୂର୍ଚ୍ଛିତ ହେବେ, କାରଣ ମହାକାଶର ଜ୍ୟୋତିଷ୍କଗୁଡ଼ିକ କକ୍ଷଚ୍ୟୁତ ହେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ପୁଣି, ଜଗତ ଉପରେ ଆସୁଥିବା ଘଟଣା ସବୁକୁ ଅପେକ୍ଷା କରି ଲୋକେ ମୂର୍ଚ୍ଛିତ ହେବେ, କାରଣ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 21:26
10 Referans Kwoze  

“ସେହି ଦିନଗୁଡ଼ିକର ବିପଦ ପଡ଼ିବା ପରେ ପରେ ଏହି ଘଟଣାମାନ ଘଟିବ: ‘ସୂର୍ଯ୍ୟ ଅନ୍ଧକାରମୟ ହେବ, ଚନ୍ଦ୍ର ଆଲୋକ ଦେବ ନାହିଁ। ତାରାମାନେ ଆକାଶରୁ ଖସି ପଡ଼ିବେ, ଆକାଶର ସମସ୍ତ ଶକ୍ତିଗୁଡ଼ିକ ପରିବର୍ତ୍ତିତ ହୋଇଯିବେ।’


ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ରହିବେ ସେମାନେ ଶତ୍ରୁମାନଙ୍କ ଦେଶରେ ସାହସିକତା ହରାଇବେ। ସେମାନେ ପତ୍ରଝଡ଼ାର ଶବ୍ଦ ଶୁଣିଲେ ମଧ୍ୟ ଦୌଡ଼ି ପଳାଇବେ। ପୁଣି ‌‌ଖ‌ଡ଼୍‌ଗଧାରରୁ ପଲାଇଲା ଲୋକପରି ସେମାନେ ଦୌଡ଼ିବେ ଓ କେହି ସେମାନଙ୍କୁ ନ ଗୋଡ଼ାଇଲେ ହେଁ ସେମାନେ ପତିତ ହେବେ।


ଆକାଶରୁ ତାରାମାନେ ଖସି ପଡ଼ିବେ, ଆକାଶରେ ନକ୍ଷତ୍ର ମଣ୍ଡଳର ମହାଶକ୍ତିଗୁଡ଼ିକ ଦୋହଲି ଯିବ।’


ତେଣୁ “ସିଂହ” ଗର୍ଜନର ରବ, ସମୁଦ୍ର ଗର୍ଜନ ସଦୃଶ ସେମାନେ ଲୋକମାନଙ୍କ ଉପରେ ଗର୍ଜନ କରିବେ। ବନ୍ଦୀମାନେ ଯେତେବେଳେ ଗ୍ଭହିଁବେ ସେତେବେଳେ ସେମାନେ କେବଳ ଅନ୍ଧକାର ଦେଖିବେ। ସମସ୍ତ ଦୀପ୍ତି ଗ୍ଭଲିଯାଇ କେବଳ ଘନ ମେଘମାଳାରେ ଅନ୍ଧକାର ହୋଇଥିବେ।


“ସୂର୍ଯ୍ୟ, ଚନ୍ଦ୍ର ଓ ତାରାମାନଙ୍କରେ ସଙ୍କେତ ରୂପକ ଅନେକ ଅ‌ଦ୍‌ଭୂତ ବିଷୟ ଘଟିବ। ପୃଥିବୀରେ ଲୋକମାନେ ନିରାଶ ଅନୁଭବ କରିବ। ସମୁଦ୍ରଗୁଡ଼ିକ ଭୟଙ୍କର ରୂପ ଧାରଣ କରିବ। ଲୋକେ କ’ଣ ପାଇଁ ଏପରି ହେଲା, ଜାଣିବେ ନାହିଁ।


ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ଶକ୍ତି ଓ ମହା ଗୌରବ ସହିତ ମେଘମାଳା ଉପରେ ଆସୁଥିବାର ଦେଖିବେ।


Swiv nou:

Piblisite


Piblisite