Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 21:30 - ପବିତ୍ର ବାଇବଲ

30 ସେଗୁଡ଼ିକରେ ଯେତେବେଳେ ନୂଆ ପତ୍ର କଅଁଳେ, ତୁମ୍ଭେମାନେ ଜାଣିଥାଅ ଯେ, ଗ୍ରୀଷ୍ମଋତୁ ଆସି ପହଞ୍ଚି ଯାଇଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ଯେତେବେଳେ ସେଗୁଡ଼ିକ ପଲ୍ଳବିତ ହୁଏ, ସେତେବେଳେ ତୁମ୍ଭେମାନେ ତାହା ଦେଖି ଗ୍ରୀଷ୍ମକାଳ ସନ୍ନିକଟ ହେଲାଣି ବୋଲି ନିଜେ ନିଜେ ଜାଣିଥାଅ;

Gade chapit la Kopi

ଓଡିଆ ବାଇବେଲ

30 ଯେତେବେଳେ ସେଗୁଡ଼ିକ ପଲ୍ଲବିତ ହୁଏ, ସେତେବେଳେ ତୁମ୍ଭେମାନେ ତାହା ଦେଖି ଗ୍ରୀଷ୍ମକାଳ ସନ୍ନିକଟ ହେଲାଣି ବୋଲି ନିଜେ ନିଜେ ଜାଣିଥାଅ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

30 ଯେତେବେଳେ ସେମାନଙ୍କଠାରେ ପତ୍ର କଅଁଳିବା ଆରମ୍ଭ ହୁଏ, ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଯେତେବେଳେ ସେଗୁଡ଼ିକ ପଲ୍ଲବିତ ହୁଏ, ସେତେବେଳେ ତୁମ୍ଭେମାନେ ତାହା ଦେଖି ଗ୍ରୀଷ୍ମକାଳ ସନ୍ନିକଟ ହେଲାଣି ବୋଲି ନିଜେ ନିଜେ ଜାଣିଥାଅ;

Gade chapit la Kopi




ଲୂକ ଲିଖିତ ସୁସମାଚାର 21:30
4 Referans Kwoze  

“ଯାହା ଠିକ୍, ତାହା ତୁମ୍ଭେମାନେ ନିଜେ ନିଷ୍ପତ୍ତି କରି ପାରୁ ନାହଁ କାହିଁକି?


“ଡିମିରିଗଛରୁ ଗୋଟିଏ ଶିକ୍ଷା ଲାଭ କର। ଯେତେବେଳେ ଡିମିରିଗଛର ଡାଳଗୁଡ଼ିକ ଶାଗୁଆ ଓ ନରମ ହୁଏ, ସେତେବେଳେ ତୁମ୍ଭେ ଜାଣ ଯେ, ଖରାଦିନ ଶୀଘ୍ର ଆସିଯିବ।


ତା'ପରେ ଯୀଶୁ ଏହି ଦୃଷ୍ଟାନ୍ତଟି କହିଲେ, “ସବୁ ଗଛଗୁଡ଼ିକୁ ଦେଖ। ଡିମ୍ବିରିଗଛଟି ଗୋଟିଏ ଭଲ ଉଦାହରଣ।


ତୁମ୍ଭେମାନେ ବିଶ୍ୱାସରେ ଜୀବନ କାଟୁଛ କି ନାହିଁ? ନିଜ ନିଜକୁ ପରୀକ୍ଷା କରି ଦେଖ। ତୁମ୍ଭେମାନେ ଜାଣ ଯେ ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତରେ ଅଛନ୍ତି। କିନ୍ତୁ ଯଦି ତୁମ୍ଭେମାନେ ପରୀକ୍ଷାରେ ବିଫଳ ହୁଅ, ତାହାହେଲେ ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତରେ ରହୁ ନାହାନ୍ତି ତାହା ଜାଣ।


Swiv nou:

Piblisite


Piblisite