Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 21:33 - ପବିତ୍ର ବାଇବଲ

33 ପୃଥିବୀ ଓ ଆକାଶ ଲୋପ ହୋଇ ଯାଇପାରେ। କିନ୍ତୁ ମୋର ବାକ୍ୟ କଦାପି ଲୋପ ହେବ ନାହିଁ। ମୋର ବାକ୍ୟ ଅନନ୍ତକାଳସ୍ଥାୟୀ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

33 ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

33 ଆକାଶ ଓ ପୃଥିବୀର ବିଲୋପ ଘଟିବ, କିନ୍ତୁ ମୋର ଉଚ୍ଚାରିତ ବାକ୍ୟ ଲୋପ ପାଇବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 21:33
12 Referans Kwoze  

“ତୃଣ ସିନା ଶୁଷ୍କ ହୁଏ ଓ ପୁଷ୍ପ ସିନା ମଳିନ ହୁଏ, ମାତ୍ର ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ।”


ପୃଥିବୀ ଓ ଆକାଶ ନଷ୍ଟ ହୋଇଯିବ, କିନ୍ତୁ ମୋ’ କହିଥିବା ବାକ୍ୟ କେବେ ହେଲେ ନଷ୍ଟ ହେବ ନାହିଁ।


ପୃଥିବୀ ଓ ଆକାଶ ନଷ୍ଟ ହୋଇଯିବ, କିନ୍ତୁ ମୋର ବାକ୍ୟ କେବେ ଅନ୍ୟଥା ହେବ ନାହିଁ।


ତୁମ୍ଭେମାନେ ସ୍ୱର୍ଗମଣ୍ଡଳ ପ୍ରତି ଊର୍ଦ୍ଧ୍ୱଦୃଷ୍ଟି କର ଓ ଅଧଃସ୍ଥିତ ଭୂମଣ୍ଡଳ ପ୍ରତି ନିରୀକ୍ଷଣ କର। କାରଣ ଆକାଶ ମଣ୍ଡଳ ଧୂମ ତୁଲ୍ୟ ଅନ୍ତର୍ହିତ ହେବ ଓ ଭୂମଣ୍ଡଳ ବସ୍ତୁ ତୁଲ୍ୟ ଜୀର୍ଣ୍ଣ ହେବ। ଆଉ ମଧ୍ୟ ପୃଥିବୀବାସୀ ସେହିପରି ମୃତ୍ୟୁବରଣ କରିବେ। ମାତ୍ର ଆମ୍ଭର ପରିତ୍ରାଣ ଅନନ୍ତକାଳସ୍ଥାୟୀ ହେବ ଓ ଆମ୍ଭର ଧର୍ମାଗ୍ଭର ଲୁପ୍ତ ହେବ ନାହିଁ।


ପୃଥିବୀ ଓ ଆକାଶ ଦିନେ ଶେଷ ହେବ, କିନ୍ତୁ ତୁମ୍ଭେ ନିତ୍ୟ ବିରାଜିତ। ତାହା ସବୁ ବସ୍ତ୍ରପରି ସେସବୁ ବଦଳାଇ ଦେବ।


ମୁଁ ତୁମ୍ଭକୁ ସତ୍ୟ କହୁଛି, ଏ ପୃଥିବୀ ଓ ଆକାଶ ସମାପ୍ତ ନ ହେବା ପର୍ଯ୍ୟନ୍ତ ଓ ସବୁ କଥା ନ ଘଟିବା ପର୍ଯ୍ୟନ୍ତ ଏହି ନିୟମରୁ ଅକ୍ଷରଟିଏ କି ବିନ୍ଦୁଟିଏ ହେଲେ ମଧ୍ୟ ଲୋପ ପାଇବ ନାହିଁ।


କିନ୍ତୁ ପରମେଶ୍ୱରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ ଏବଂ ଏହି ଶିକ୍ଷା ତୁମ୍ଭକୁ ଦିଆ ଯାଇଥିଲା।”


ତା'ପରେ ମୁଁ ଗୋଟିଏ ବିରାଟ ଶୁଭ୍ର ସିଂହାସନ ଦେଖିଲି। ମୁଁ ଜଣେ ବ୍ୟକ୍ତିଙ୍କୁ ସେହି ସିଂହାସନରେ ବସିଥିବାର ଦେଖିଲି। ଆକାଶ ଓ ପୃଥିବୀ ତାହାଙ୍କ ପାଖରୁ ଦୌଡ଼ି ଗ୍ଭଲିଗଲେ ଓ ଉଭେଇ ଗଲେ।


ବହୁତ ଦିନ ପୂର୍ବରୁ ମୁଁ ଜାଣେ ଯେ, ତୁମ୍ଭର ଶାସନ ଅଛି। ମୁଁ ଜାଣେ ଯେ, ତୁମ୍ଭେ ସେମାନଙ୍କୁ ଅନନ୍ତକାଳ ପାଇଁ ଶେଷ କରିପକାଇଲ।


ସ୍ୱର୍ଗ ଓ ପୃଥିବୀର ଧ୍ୱଂସ ହୁଏତ ସହଜରେ ହୋଇଯିବ, ମାତ୍ର ବ୍ୟବସ୍ଥାର କ୍ଷୁଦ୍ରତମ ଅଂଶ ସୁଦ୍ଧା ପରିବର୍ତ୍ତିତ ହେବ ନାହିଁ।


“ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ଏହିସବୁରେ ଲୋକେ ବଞ୍ଚିଥିବା ସମୟ ଭିତରେ ଏସବୁ ଘଟଣା ଘଟିବ।


Swiv nou:

Piblisite


Piblisite